Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବୁଲୁବୁଲୁ ପ୍ରଭାବରେ ଉପକୂଳ ଓଡିଶାରେ ପ୍ରବଳ ବର୍ଷା, ବିଭିନ୍ନ ସ୍ଥାନରେ ଗଛ ଓ ବିଦ୍ୟୁତ ଖୁଣ୍ଟ ଉପୁଡି ପଡିଲା
ବିଶେଷ ଖବର

ବୁଲୁବୁଲୁ ପ୍ରଭାବରେ ଉପକୂଳ ଓଡିଶାରେ ପ୍ରବଳ ବର୍ଷା, ବିଭିନ୍ନ ସ୍ଥାନରେ ଗଛ ଓ ବିଦ୍ୟୁତ ଖୁଣ୍ଟ ଉପୁଡି ପଡିଲା

November 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Severe cyclonic storm Bulbul triggers heavy rains in coastal Odisha, several trees, electric poles uprooted

ସମୀକ୍ଷା ବ୍ୟୁରୋ

ଅତିପ୍ରବଣ ବାତ୍ୟା ବୁଲୁବୁଲୁ ପ୍ରଭାବରେ ଉପକୂଳ ଓଡିଶାରେ ବେଶି କିଛି କ୍ଷତି ଘଟିଯାଇଛି। ଅନେକ ସ୍ଥାନରେ ପ୍ରବଳ ପବନରେ ଗଛ ଉପୁଡି ପଡିଥିବା ବେଳେ କେତେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡିଛି। ଫଳରେ ଏଥିରେ କେତେକ ଘର ଭାଙ୍ଗି ରୁଜି ଯାଇଥିବାର ଜଣାପଡିଛି। ଖବର ପାଇବା ପରେ ରାଜ୍ୟ ଅଗ୍ନିଶମ ବିଭାଗ ସହିତ ଓଡ୍ରାଫ ଟିମ ଗଛ କାଟି ରାସ୍ତା ସଫା କରିବାରେ ଲାଗିଛନ୍ତି।

ପାରାଦ୍ବୀପରେ ପ୍ରବଳ ପବନ ଯୋଗୁଁ ରାସ୍ତା ଉପରେ ପଡିଥିବା ଗଛକୁ ଏନଡିଆରଏଫ କର୍ମଚାରୀମାନେ ସଫା କରୁଛନ୍ତି
ଲକ୍ଷ୍ମୀପୁର ପଞ୍ଚାୟତ ଅଫିସ ଉପରେ ପଡିଥିବା ଗଛକୁ ଅଗ୍ନିଶମ କର୍ମଚାରୀମାନେ ସଫା କରୁଛନ୍ତି
ସମୁଦ୍ରରେ ଫସିଯାଇଥିବା 8 ଜଣ ମତ୍ସ୍ୟଜୀବୀଙ୍କୁ ପାରାଦ୍ବୀପ ଓଡ୍ରାଫ ଟିମ ଉଦ୍ଧାର କରିଛନ୍ତି
କେନ୍ଦ୍ରାପଡା ରାସ୍ତାରେ ଗଛ ଉପୁଡି ପଡିଥିବାରୁ କର୍ମଚାରୀମାନେ ରାସ୍ତା ସଫା କରୁଛନ୍ତି
ଚାନ୍ଦବାଲି ବ୍ଲକର ନଳାଗୋହିରିଆ ପଞ୍ଚାୟତରେ ବିଜୁ ଯୁବ ବାହିନୀ ତରଫରୁ ମାଗଣା ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଛି
ପ୍ରବଳ ବର୍ଷାରେ ମଧ୍ୟ କେନ୍ଦ୍ରାପଡି ରାସ୍ତାକୁ ସଫା କରିବାରେ ବ୍ୟସ୍ତ ଏନଡିଆରଏଫ ଟିମ
ଭାଙ୍ଗିପଡିଥିବା ଏକ ବିଦ୍ୟୁତ ଖୁଣ୍ଟକୁ ପାରାଦ୍ବୀପ ପ୍ରଶାସନ କର୍ମଚାରୀମାନେ ସଜାଡିବାରେ ଲାଗିଛନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ଆତଙ୍କବାଦୀଙ୍କୁ ଗୁପ୍ତ ସୂଚନା ଯୋଗାଇବା ଅଭିଯୋଗ: ବହିଷ୍କୃତ ହେଲେ ଜମ୍ମୁ ଓ କାଶ୍ମୀର ସରକାର ତିନି କର୍ମଚାରୀ

March 10, 2026
Latest News

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026

ନିଶ୍ଚିତ ହେଲା କେବେ ମିଳିବ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୨ ତମ କିସ୍ତି?: ଜାଣନ୍ତୁ…

March 11, 2026

ବିଜେଡ଼ି ଛାଡ଼ିଲେ ବାଲେଶ୍ଵର ସଦର ବ୍ଲକ ଅଧ୍ୟକ୍ଷା

March 11, 2026

ହରିଶ ରାଣାଙ୍କ ଇଚ୍ଛାମୃତ୍ୟୁକୁ ମଞ୍ଜୁର କଲେ ସୁପ୍ରିମକୋର୍ଟ: ଜାଣନ୍ତୁ ସଂପୂର୍ଣ୍ଣ ମାମଲା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.