Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୂର୍ବତନ ନିର୍ବାଚନ କମିଶନର ଟି.ଏନ.ଶେଷାନଙ୍କ ପରଲୋକ
ବିଶେଷ ଖବର

ପୂର୍ବତନ ନିର୍ବାଚନ କମିଶନର ଟି.ଏନ.ଶେଷାନଙ୍କ ପରଲୋକ

November 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭାରତର ଦଶମ ନିର୍ବାଚନ କମିଶନର ଭାବରେ ନିର୍ବାଚନ ବ୍ୟବସ୍ଥା ରେ ବ୍ୟାପକ ପରିବର୍ତ୍ତନ ଆଣିଥିବା ଟି.ଏନ.ଶେଷାନଙ୍କ ପରଲୋକ ଘଟିଛି। ୧୯୯୦ ରୁ ୧୯୯୬ ଯାଏ ଦେଶର ନିର୍ବାଚନ କମିଶନର ଦାୟିତ୍ବ ରେ ଥିବା ସମୟରେ ଶ୍ରୀ ଶେଷାନ ରାଜନେତାଙ୍କ ଲାଗି ଏକ ପ୍ରକାର ଆତଙ୍କ ପାଲଟି ଯାଇଥିଲେ। ରିଗିଙ୍ଗ ମୁକ୍ତ ନିର୍ବାଚନ ର ଯୁଗ ଶେଷାନଙ୍କ ସମୟରେ ଆରମ୍ଭ ହେଲା। ଭୋଟର ପରିଚୟ ପତ୍ର, ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀଙ୍କ ହିସାବ ଯାଞ୍ଚ ଲାଗି ଆର୍ଥିକ ପର୍ଯ୍ୟବେକ୍ଷକ ବ୍ୟବସ୍ଥା ଓ ପ୍ରଚାର ଉପରେ କଡ଼ା ନଜର ରଖିବା କାମ ସେ ଆରମ୍ଭ କରିଥିଲେ।

କେରଳରେ ଜନ୍ମଗ୍ରହଣ କରିଥିବା ଶେଷାନ ୧୯୫୫ ରେ ତାମିଲନାଡୁ କ୍ୟଡ଼ରର ଆଇଏଏସ ଅଧିକାରୀ ଭାବରେ ଯୋଗଦାନ କରିଥିଲେ। ରାଜୀବ ଗାନ୍ଧୀଙ୍କ ସରକାର ସମୟରେ ସେ କ୍ୟାବିନେଟ ସଚିବ ଦାୟିତ୍ୱ ତୁଲାଇ ଥିଲେ। ଅବସର ନେବା ପରେ ସେ ଅଳ୍ପ କିଛି ଦିନ ରାଜନୀତି ରେ ମଧ୍ୟ ଯୋଗଦାନ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026
Latest News

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.