Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଐତିହାସିକ ରାୟ-ସୂଚନା ଅଧିକାର ଆଇନ ଅଧୀନରେ ରହିବେ ସୁପ୍ରିମ କୋର୍ଟ ମୁଖ୍ୟ ବିଚାରପତି
ବିଶେଷ ଖବର

ଐତିହାସିକ ରାୟ-ସୂଚନା ଅଧିକାର ଆଇନ ଅଧୀନରେ ରହିବେ ସୁପ୍ରିମ କୋର୍ଟ ମୁଖ୍ୟ ବିଚାରପତି

November 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଐତିହାସିକ ରାୟ-ସୂଚନା ଅଧିକାର ଆଇନ ଅଧୀନରେ ରହିବେ ସୁପ୍ରିମ କୋର୍ଟ ମୁଖ୍ୟ ବିଚାରପତି

ସମୀକ୍ଷା ବ୍ୟୁରୋ

ଆଜି ଏକ ଐତିହାସିକ ରାୟରେ ଭାରତର ସୁପ୍ରିମ କୋର୍ଟ ମୁଖ୍ୟ ବିଚାରପତି ସୂଚନା ଅଧିକାର ଆଇନ ପରିସରଭୁକ୍ତ ବୋଲି କହିଛନ୍ତି। ସୂଚନା ଅଧିକାର ଆଇନ-୨୦୦୫ ସୁପ୍ରିମ କୋର୍ଟର ମୁଖ୍ୟ ବିଚାରପତିଙ୍କ କ୍ଷେତ୍ରରେ ଲାଗୁ ହେବ କାରଣ ମୁଖ୍ୟ ବିଚାରପତି ମଧ୍ୟ ଦେଶର ଏକ ଲୋକ ଅନୁଷ୍ଠାନ ବୋଲି ସୁପ୍ରିମ କୋର୍ଟ କହିଛନ୍ତି। ନ୍ୟାୟିକ ସ୍ଵାୟତ୍ତତା ଓ ଲୋକଙ୍କ ପ୍ରତି ଉତ୍ତର ଦାୟିତ୍ଵ ପରଷ୍ପରର ପରିପୂରକ ତେଣୁ ଏହାକୁ ଅଲଗା କରା ଯାଇପାରିବ ନାହିଁ। ପୂର୍ବରୁ ୨୦୧୦ ମସିହାରେ ଦିଲ୍ଲୀ ହାଇ କୋର୍ଟ ଭାରତର ମୁଖ୍ୟ ବିଚାରପତି ସୂଚନା ଅଧିକାର ଆଇନର ପରିସରଭୁକ୍ତ ବୋଲି ରାୟ ଦେଇଥିଲେ। ମାନ୍ୟବର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ, ଡି.ୱାଇ, ଚନ୍ଦ୍ରଚୂଡ, ସଂଜୀବ ଖାନ୍ନା, ଦୀପକ ଗୁପ୍ତା ଓ ଏନ.ଭି.ରମନାଙ୍କୁ ନେଇ ଗଠିତ ଏକ ଖଣ୍ଡ ପୀଠ ଏ ସମ୍ପର୍କିତ ରାୟ ଶୁଣାଇଛନ୍ତି।

 

Share. Facebook Twitter LinkedIn Email WhatsApp Copy Link

Related Posts

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026

ସି-ଲିପ୍ସ: ଡିଜିଟାଲ୍ ସଶକ୍ତୀକରଣରେ ବଦଳିବ ଲକ୍ଷପତି ଦିଦିଙ୍କ ଭବିଷ୍ୟତ

July 2, 2026
Latest News

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.