Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟ ସଚିବଙ୍କୁ ଆପ୍‌ ବିଧାୟକଙ୍କ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ କେଜ୍ରିଓ୍ଵାଲଙ୍କୁ ୧୮ରେ ଜେରା କରିବ ଦିଲ୍ଲୀ ପୁଲିସ୍‌
ବିଶେଷ ଖବର

ମୁଖ୍ୟ ସଚିବଙ୍କୁ ଆପ୍‌ ବିଧାୟକଙ୍କ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ କେଜ୍ରିଓ୍ଵାଲଙ୍କୁ ୧୮ରେ ଜେରା କରିବ ଦିଲ୍ଲୀ ପୁଲିସ୍‌

May 16, 2018No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅରବିନ୍ଦ କେଜରିୱାଲ
ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟଶାସନ ଅଂଶୁ ପ୍ରକାଶଙ୍କୁ ମାଡ଼ ଘଟଣାରେ ଦିଲ୍ଲୀ ପୁଲିସ୍‌ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଜେରା କରିବା ପାଇଁ ନୋଟିସ୍‌ ଜାରି କରିଛି। ଏହି ମାମଲାର ତଦନ୍ତ କ୍ରମରେ ଆସନ୍ତା ୧୮ ତାରିଖ ପୂର୍ବାହ୍ନ ୧୧ଟା ସମୟରେ ଦିଲ୍ଲୀ ପୁଲିସ୍‌ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଜେରା କରିବ ବୋଲି ଜାରି ନୋଟିସ୍‌ରେ କହିଛି। ପୂର୍ବରୁ ଏହି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଦିଲ୍ଲୀ ପୁଲିସ୍‌ ଗତ ମାସରେ ଜେରା କରି ସାରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବୀ କରି ଗର୍ଜ୍ଜନ କଲେ କଂଗ୍ରେସ ନେତା କହ୍ନେୟା କୁମାର, କହିଲେ…

June 11, 2026

କ୍ଷମତା ଗଲେ ଦଳ କାହିଁକି ଭାଙ୍ଗେ? ଭାରତୀୟ ରାଜନୀତିର ଏକ ପୁରୁଣା ପ୍ରଶ୍ନ

June 11, 2026

ଲୋକସେବା ଭବନରୁ ତଦନ୍ତ ରିପୋର୍ଟ ଚୋରୀ ଘଟଣା, କ୍ୟାପିଟଲ ଥାନାରେ ମାମଲା ରୁଜୁ

June 11, 2026

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026
Latest News

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026

ପ୍ରେମିକାକୁ ହତ୍ୟା କରି ପ୍ରେମିକ ଗିରଫ

June 11, 2026

ପିଲାଙ୍କ ଅନଲାଇନ୍ ସୁରକ୍ଷା ପାଇଁ କଡ଼ା ପଦକ୍ଷେପ: ୧୬ ବର୍ଷରୁ କମ୍ ବୟସ୍କ ପିଲାଙ୍କ ପାଇଁ ସୋସିଆଲ ମିଡିଆ ନିଷେଧ

June 11, 2026

ଗୋଟିଏ ଟ୍ରାକରେ ଦୁଇଟି ଟ୍ରେନ ମୁହାଁମୁହିଁ

June 11, 2026

ଓମାନରେ ଜାହାଜ ଉପରେ ଆକ୍ରମଣ ପରେ ଭାରତର କଡ଼ା ପ୍ରତିକ୍ରିୟା, ଆମେରିକୀୟ କୂଟନୀତିଜ୍ଞ ସମନ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.