Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କର୍ଣ୍ଣାଟକ କବଜା ପାଇଁ ଲଢେଇ : କଂଗ୍ରେସର ୩ ବିଧାୟକ ଗଲେ କୁଆଡ ?
ବିଶେଷ ଖବର

କର୍ଣ୍ଣାଟକ କବଜା ପାଇଁ ଲଢେଇ : କଂଗ୍ରେସର ୩ ବିଧାୟକ ଗଲେ କୁଆଡ ?

May 16, 2018No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଙ୍ଗାଲୁରୁ : କର୍ଣ୍ଣାଟକରେ ଝୁଲା ବିଧାନସଭା ହେବାପରେ ସରକାର ଗଠନ ପାଇଁ ବିଜେପି ଓ ଜେଡିଏସ-କଂଗ୍ରେସ ମଧ୍ୟରେ ଟଣାଓଟରା ଚାଲିଛି । ଆଜି ପୂର୍ବାହ୍ନରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବିଏସ ୟେଦ୍ୟୁରାପ୍ପା ରାଜ୍ୟପାଳ ବାଜୁଭାଇ ବାଲାଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିବାପରେ ଅପରାହ୍ନରେ ଜେଡିଏସ ଓ କଂଗ୍ରେସ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ୧୧୭ ଜଣ ବିଧାୟକଙ୍କ ସମର୍ଥନ ଥିବା ଦାବି କରିଛନ୍ତି । କିନ୍ତୁ ଜେଡ଼ିଏସ ପକ୍ଷରୁ ୩୮ ଜଣ ଓ କଂଗ୍ରେସ ପକ୍ଷରୁ ୭୮ ବିଧାୟକଙ୍କ ମଧ୍ୟରୁ ୭୫ ଜଣ ବିଧାୟକଙ୍କ ତାଲିକା ଦିଆଯାଇଛି । କଂଗ୍ରେସର ୩ ଜଣ ବିଧାୟକ କୁଆଡେ ଗଲେ ତାହାକୁ ନେଇ ସଂଦେହ ସୃଷ୍ଟି ହୋଇଛି । ଆଜି ପୂର୍ବାହ୍ନରେ କଂଗ୍ରେସ ପକ୍ଷରୁ ଡକାଯାଇଥିବା ବିଧାୟକ ଦଳ ବୈଠକରେ ମଧ୍ୟ କେବଳ ୬୬ ଜଣ ପହଞ୍ଚିଥିଲେ, ୧୨ ଜଣ ବିଧାୟକ ଅନୁପସ୍ଥିତ ଥିଲେ । କଂଗ୍ରେସ ପକ୍ଷରୁ କୁହାଯାଇଛି ଯେ ଏହି ବିଧାୟକମାନେ ଏକ ଜରୁରୀ କାମରେ ବ୍ୟସ୍ତ ଥିବାରୁ ଆସିପାରିନାହାନ୍ତି ।

ତେବେ ନିଜର ସବୁ ବିଧାୟକ ସୁରକ୍ଷିତ ଥିବା କଂଗ୍ରେସ ଦାବି କରିଛି । ତେବେ ରାଜ୍ୟପାଳ ଏହି ଗଠବନ୍ଧନକୁ କୌଣସି ପ୍ରତିଶୃତି ଦେଇନଥିବା ଜଣାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026
Latest News

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.