Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ମାତ୍ରାଧିକ ଇଣ୍ଟରନେଟ ବ୍ୟବହାର ଦ୍ବାରା କଣ କ୍ଷତି ହୁଏ ଜାଣନ୍ତୁ?
ଜୀବନ ଶୈଳୀ

ମାତ୍ରାଧିକ ଇଣ୍ଟରନେଟ ବ୍ୟବହାର ଦ୍ବାରା କଣ କ୍ଷତି ହୁଏ ଜାଣନ୍ତୁ?

January 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Social media. (File Photo: IANS)

ସମୀକ୍ଷା ବ୍ୟୁରୋ : ଇଣ୍ଟରନେଟର ଏକାଧିକ ସକରାତ୍ମକ ଦିଗ ରହିଥିବା ବେଳେ ଏହାର ନକରାତ୍ମକ ଦିଗ ମଧ୍ୟ ରହିଛି। ମାତ୍ରାଧିକ ଇଣ୍ଟରନେଟ ବ୍ୟବହାର ଦ୍ବାରା ପାଠପଢିବା କ୍ଷମତାରେ ହ୍ରାସ ଘଟିଥାଏ ବୋଲି ଏକ ପରୀକ୍ଷଣରୁ ଜଣାପଡିଛି। ଏକ ନୂତନ ପରୀକ୍ଷଣ ଅନୁଯାୟୀ ଏହି ଛାତ୍ରଛାତ୍ରୀ ମାନେ କେବଳ ପାଠପଢା ନୁହେଁ ବରଂ ନିଜର ପରୀକ୍ଷାକୁ ନେଇ ଅଧିକ ଉତ୍ସାହିତ ରହିଥାନ୍ତି ବୋଲି ଜଣାପଡିଛି। ଏହା ସହିତ ମାତ୍ରାଧିକ ଇଣ୍ଟରନେଟ ବ୍ୟବହାର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକୁଟିଆ ପଣ ସୃଷ୍ଟି କରିଥାଏ। ୟୁକେର ସ୍ବାନ୍ସି ବିଶ୍ବବିଦ୍ୟାଳୟ ଗବେଷକ ଫିଲ୍‌ ରିଡ୍‌ଙ୍କ ଗବେଷଣାରେ ଏହି ତଥ୍ୟ ପ୍ରକାଶ ପାଇଛି।

ବିଭିନ୍ନ ସ୍ବାସ୍ଥ୍ୟଗତ ପାଠ୍ୟକ୍ରମରେ ନାମ ଲେଖାଇଥିବା 285 ଜଣ ଛାତ୍ରଛାତ୍ରୀ ଏହି ଗବେଷଣାରେ ଅଂଶଗ୍ରହଣ କରିଥିଲେ। ଅଧିକ ଇଣ୍ଟରନେଟ ବ୍ୟବହାରକାରୀ ଛାତ୍ରଛାତ୍ରୀ ପାଠପଢାରେ ଦୁର୍ବଳ ଥିବା ଜଣାପଡିଥଲା। ଏହି ଛାତ୍ରଛାତ୍ର ମାନେ ଆଗାମୀ ପରୀକ୍ଷାକୁ ନେଇ ମଧ୍ୟ ଭୟଭୀତ ରହିଥିବା ଜଣାପଡିଥିଲା। ଅଧିକ ଇଣ୍ଟରନେଟ୍‌ ବ୍ୟବହାର ଏକୁଟିଆପଣର ମୁଖ୍ୟ କାରଣ ରହିଥିବା ବେଳେ ଏହାଦ୍ବାରା ପାଠପଢାରେ ମନୋନିବେଶ ସହଜ ହୋଇନଥାଏ ବୋଲି କୁହାଯାଇଛି।

ଗବେଷଣାରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ 25 ପ୍ରତିଶତ ଦୈନିକ 4 ଘଣ୍ଟାରୁ ଅଧିକ ଇଣ୍ଟରନେଟ୍‌ ବ୍ୟବହାର କରୁଥିବା ବେଳେ ବଳକା ଛାତ୍ରଛାତ୍ରୀ ଦୈନିକ 1ରୁ 3 ଘଣ୍ଟା ମଧ୍ୟରେ ଇଣ୍ଟରନେଟ୍‌ ବ୍ୟବହାର କରିଥାନ୍ତି। ସର୍ବାଧିକ 40 ପ୍ରତିଶତ ଇଣ୍ଟରନେଟ୍‌ ସୋସିଆଲ ମିଡିଆରେ ବ୍ୟବହୃତ ହେଉଥିବା ବେଳେ ମାତ୍ର 30 ପ୍ରତିଶତ ବିଭିନ୍ନ ପାଠ ସମ୍ବନ୍ଧୀୟ ସୂଚନା ସର୍ଚ୍ଚ କରିଥାନ୍ତି।

internet mobile philreed swansea
Share. Facebook Twitter LinkedIn Email WhatsApp Copy Link

Related Posts

ଆପଣ ମାତ୍ରାଧିକ ପେନକିଲର ସେବନ କରୁଛନ୍ତି କି, ଜାଣନ୍ତୁ ଏହାର ଭଲ ଓ ମନ୍ଦ ବିଷୟରେ

April 23, 2026

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026

କେତେ ସମୟ ଚାଲିବା ଭଲ, ଜାଣନ୍ତୁ ଶରୀର ଉପରେ ଚାଲିବା ସମୟ କିପରି ପ୍ରଭାବ ପକାଏ ?

April 22, 2026

ସକାଳୁ ସକାଳୁ ଗୋଇଠିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି କି ? ଅଣଦେଖା କରନ୍ତୁ ନାହିଁ , ହୋଇପାରେ ବଡ ସମସ୍ୟା

April 22, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.