Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବଜେଟ୍‌ 2020 : କୃଷି ପାଇଁ 2.83 ଲକ୍ଷ କୋଟିର ବ୍ୟୟବରାଦ, 2022 ସୁଦ୍ଧା ଚାଷୀଙ୍କ ଆୟ ହେବ ଦ୍ବିଗୁଣା
ବିଶେଷ ଖବର

ବଜେଟ୍‌ 2020 : କୃଷି ପାଇଁ 2.83 ଲକ୍ଷ କୋଟିର ବ୍ୟୟବରାଦ, 2022 ସୁଦ୍ଧା ଚାଷୀଙ୍କ ଆୟ ହେବ ଦ୍ବିଗୁଣା

February 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : 2022 ସୁଦ୍ଧା ଚାଷୀମାନଙ୍କ ଆୟ ଦୁଇଗୁଣା କରିବା ଲକ୍ଷ୍ୟ ରଖାଯାଇଛି । 6.11 କୋଟି ଚାଷୀଙ୍କୁ ପାଇଁ ବୀମା ଯୋଜନା । ପିଏମ୍‌ କିଶାନ ଯୋଜନାରୁ ଚାଷୀଙ୍କୁ ସୁବିଧା ମିଳିବ।

  • କୃଷି କ୍ଷେତ୍ର ପାଇଁ 16 ସୂତ୍ରୀୟ ଆକ୍ସନ ପ୍ଲାନ୍‌
  • କୃଷି କ୍ଷେତ୍ରରେ ମାର୍କେଟିଂ ପ୍ରୋସେସିସିଂ ଉପରେ ଧ୍ୟାନ
  • ଅନ୍ନଦାତାଙ୍କୁ ଶକ୍ତିଦାତା କରିବା ନେଇ ସରକାରଙ୍କ ପଦକ୍ଷେପ ନେଇଛନ୍ତି
  • 2020-21 ପାଇଁ 15 ଲକ୍ଷ କୋଟିର କୃଷି ଋଣ ବଣ୍ଟନ ଲକ୍ଷ୍ୟ
  • କୁସୁମ ଯୋଜନାରେ 20 ଲକ୍ଷ ଚାଷୀଙ୍କୁ ସବସିଡିରେ ସୋଲାର ପମ୍ପ ଦିଆଯିବ ।
  • ଅନ୍ୟ 50 ଲକ୍ଷ ଚାଷୀଙ୍କୁ ବିଦ୍ୟୁତ ପମ୍ପ ଯୋଗାଇ ଦିଆଯିବା
  • ଅତ୍ୟଧିକ ରାସାୟନିକ ସାର ବ୍ୟବହାର ଅଭ୍ୟାସକୁ ପରିବର୍ତ୍ତନ କରାଯିବ
  • ପଚନଶୀଳ ଦ୍ରବ୍ୟ ଚାଲାଣ ପାଇଁ କିଶାନ ରେଳ ଯୋଜନା
  • କୃଷି ଦ୍ରବ୍ୟ ପରିବହନ ପାଇଁ କୃଷି ଉଡାନ ଯୋଜନା
  • କୃଷି ଉଡାନ ଯୋଜନା – ବେସାମରିକ ବିମାନ ଚଳାଚଳ ଆରମ୍ଭ କରିବ
  • ସାଗର ମିତ୍ର ଯୋଜନାରେ ମତ୍ସ୍ୟପାଳନ
  • ଗ୍ରାମୀଣ ମହିଳାଙ୍କ ପାଇଁ ଧନଲକ୍ଷ୍ମୀ ଯୋଜନା
  • ଇଣ୍ଟିଗ୍ରେଟେଡ୍‌ ଫାର୍ମିଂ ସିଷ୍ଟମ୍‌କୁ ଗୁରୁତ୍ବ
  • ମହିଳା SHG ଦ୍ବାରା ଗ୍ରାମ୍ୟ ଗୋଦାମ ଯୋଜନା କାର୍ଯ୍ୟକାରୀ
  • କୃଷି ଦ୍ରବ୍ୟର ରପ୍ତାନୀ ପାଇଁ ଆରମ୍ଭ ହେବ କୃଷି ଉଡ଼ାଣ ଯୋଜନା
  • ଉପକୂଳ ଅଞ୍ଚଳରେ ବ୍ଲୁ ଇକୋନୋମିକୁ ଗୁରୁତ୍ବ
  • ଜାତୀୟ ଅନ୍‌ଲାଇନ ଜୈବିକ କୃଷି ବଜାରକୁ ସୁଦୃଢ଼ କରାଯିବ
  • ପିଏମ୍‌ କିଷାନ ଯୋଜନାର ହିତାଧିକାରୀଙ୍କୁ ମିଳିବ କିଷାନ କ୍ରେଡିଟ୍‌କାର୍ଡ
  • କୃଷି ଋଣ ପ୍ରଦାନ ଲକ୍ଷ୍ୟ ୧୨ ଲକ୍ଷ କୋଟିରୁ ୧୫ ଲକ୍ଷ କୋଟିକୁ ବୃଦ୍ଧି
  • ଦୁଗ୍ଧ ପ୍ରକ୍ରିୟାକରଣ କ୍ଷମତା ୫୩.୫ ଟନରୁ ୧୦୮ ଟନକୁ ବୃଦ୍ଧି କରାଯିବ
  • ୨୦୨୫ ସୁଦ୍ଧା ଦୁଗ୍ଧ ପ୍ରକ୍ରିୟାକରଣ କ୍ଷମତା ୨ ଗୁଣା ହେବ,
  • କୃଷି ଓ ଜଳସେଚନ ପାଇଁ ୨.୮୩ ଲକ୍ଷ କୋଟିର ବ୍ୟୟ ବରାଦ
agriculture buget2020
Share. Facebook Twitter LinkedIn Email WhatsApp Copy Link

Related Posts

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.