Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମଧ୍ୟବିତଙ୍କୁ ଉପହାର : ଆୟକର ସୀମାରେ ହ୍ରାସ ନେଇ ବଜେଟ୍‌ରେ ଘୋଷଣା
ଜାତୀୟ ଖବର

ମଧ୍ୟବିତଙ୍କୁ ଉପହାର : ଆୟକର ସୀମାରେ ହ୍ରାସ ନେଇ ବଜେଟ୍‌ରେ ଘୋଷଣା

February 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଶନିବାର ଆୟୋଜିତ କେନ୍ଦ୍ରୀୟ ବଜେଟ୍‌ରେ ସରକାରଙ୍କ ପକ୍ଷରୁ ଆୟକର ଉପରେ ବଡ ରିହାତି ଘୋଷଣା କରାଯାଇଛି । ବଜେଟ୍‌ ଉପସ୍ଥାପନ କରି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଜିଏସ୍‌ଟିକୁ ଏକ ଐତିହାସିକ ପଦକ୍ଷେପ ବୋଲି ଅଭିହିତ କରିବା ସହିତ ଆୟକର ସୀମାରେ ହ୍ରାସ ଘୋଷଣା କରିଛନ୍ତି । 5ରୁ 7.5 ଲକ୍ଷକ ମଧ୍ୟରେ ଆୟକାରୀଙ୍କୁ ବର୍ତ୍ତମାନ 10 ପ୍ରତିଶତ ଆୟକର ପ୍ରଦାନ କରିବାକୁ ପଡିବ ଯାହାକି ପୂର୍ବରୁ 20 ପ୍ରତିଶତ ରହିଥିଲା । 7.5 ଲକ୍ଷରୁ 10 ଲକ୍ଷ ମଧ୍ୟରେ ଆୟକାରୀଙ୍କୁ 15 ପ୍ରତିଶତ ଆୟକର ପ୍ରଦାନ କରିବାକୁ ପଡିବ ଯାହାକି ପୂର୍ବରୁ 20 ପ୍ରତିଶତ ରହିଥିଲା । 12.5 ଲକ୍ଷରୁ 15 ଲକ୍ଷ ମଧ୍ୟରେ ଆୟକାରୀଙ୍କୁ 25 ପ୍ରତିଶତ ଆୟକର ପ୍ରଦାନ କରିବାକୁ ପଡିବ ଯାହାକି ପୂର୍ବରୁ 30 ପ୍ରତିଶତ ରହିଥିଲା । ସେହିପରି 15 ଲକ୍ଷରୁ ଅଧିକ ଆୟକାରୀଙ୍କୁ ପୂର୍ବପରି 30 ପ୍ରତିଶତ ଆୟକର ପ୍ରଦାନ କରିବାକୁ ପଡିବ । 5 ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ କୌଣସି ଆୟକର ପ୍ରଦାନ କରିବାକୁ ପଡିବ ନାହିଁ ।

Budget2020 gst INCOMETAX nirmalasitharaman
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧୧ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ଛୁଟି ଯୋଗୁଁ ବାଧାପ୍ରାପ୍ତ ହେବ ସେବା

September 10, 2026

ଅବୁ ସଲେମଙ୍କୁ ଆଶ୍ଵସ୍ତି ନାହିଁ: ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ 

September 10, 2026

ମହିଳା ଏସିଆ କପ୍: ଆଜି ଭାରତ-ବାଂଲାଦେଶ ପ୍ରଥମ ସେମିଫାଇନାଲ

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026
Latest News

ସେପ୍ଟେମ୍ବର ୧୧ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ଛୁଟି ଯୋଗୁଁ ବାଧାପ୍ରାପ୍ତ ହେବ ସେବା

September 10, 2026

ଡବ୍ଲୁଏଚ୍ଓର ନିଜ ପଦବୀରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ ସାଇମା: ଜାଣନ୍ତୁ କାରଣ

September 10, 2026

ଅବୁ ସଲେମଙ୍କୁ ଆଶ୍ଵସ୍ତି ନାହିଁ: ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ 

September 10, 2026

ମହିଳା ଏସିଆ କପ୍: ଆଜି ଭାରତ-ବାଂଲାଦେଶ ପ୍ରଥମ ସେମିଫାଇନାଲ

September 10, 2026

ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.