Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଖୋଲାକଥା କହିଲେ ମନୋଜ ନାୟକ, ମୋର ରାଜନୀତି କରିବାରେ କେବେ ଆଗ୍ରହ ନ ଥିଲା କି ଏବେ ବି ନାହିଁ
ବିଶେଷ ଖବର

ଖୋଲାକଥା କହିଲେ ମନୋଜ ନାୟକ, ମୋର ରାଜନୀତି କରିବାରେ କେବେ ଆଗ୍ରହ ନ ଥିଲା କି ଏବେ ବି ନାହିଁ

March 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ରାଜନୀତି କରିବାରେ ପୂର୍ବରୁ କେବେ ଆଗ୍ରହ ନ ଥିଲା କି ବର୍ତ୍ତମାନ ମଧ୍ୟ ନାହିଁ। ଯଦି ରାଜନୀତି କରିବାର ଥିଲା ତେବେ ବହୁ ବର୍ଷ ପୂର୍ବରୁ କରିପାରିଥାନ୍ତି। ଏହା କହିଛନ୍ତି ସମ ହସପିଟାଲ, ସମ ଅଲଟିମେଟ ଏବଂ ଶିକ୍ଷା ଓ ଅନୁସନ୍ଧାନ ଡିମଡ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ମନୋରଂଜନ ନାୟକ। କେତେକ ସାମାଜିକ ଗଣମାଧ୍ୟମରେ ପ୍ରକାଶ ପାଇଥିଲା ଯେ, ମନୋଜ ନାୟକ ରାଜ୍ୟସଭାକୁ ଯିବା ପାଇଁ କୁଆଡେ ଆଗ୍ରହୀ। ତାଙ୍କୁ ଉଭୟ ବିଜେଡି ଓ ବିଜେପି ପ୍ରାର୍ଥୀ କରିବ।

ଏ ସଂପର୍କରେ ମନୋଜ ନାୟକଙ୍କୁ ସମୀକ୍ଷା ଡଟ କମ ତରଫରୁ ଫୋନ ଯୋଗେ ଯୋଗାଯୋଗ କରାଯାଇଥିଲା। ଏହାର ଉତ୍ତରରେ ସେ କହିଥିଲେ ଯେ, କେତେକ ସାମାଜିକ ଗଣମାଧ୍ୟମରେ ଯାହା ପ୍ରକାଶ ପାଇଛି ତାହା ସଂପୂର୍ଣ୍ଣ ମିଥ୍ୟା। ମୋର ରାଜନୀତି କରିବାରେ କୌଣସି ଆଗ୍ରହ ନାହିଁ। ମୋର ମୁଖ୍ୟ ଆଗ୍ରହ ବା ଲକ୍ଷ୍ୟ ରହିଛି କିପରି ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଭଲ କ୍ୟାରିୟର କରିବେ। ସମ ହସପିଟାଲରେ କିପରି ରୋଗୀମାନେ ଭଲରେ ଚିକିତ୍ସିତ ହେବେ। ଏହାଛଡା ମୋର ଆଉ କୈଣସି ଲକ୍ଷ୍ୟ ନାହିଁ ବୋଲି ମନୋଜ କହିଛନ୍ତି।

ନିକଟରେ ମନୋଜ ନାୟକ ସମ ଅଲଟିମେଟ ନାମିତ ଏକ ଅତ୍ୟାଧୁନିକ ହସପିଟାଲ ଉଦଘାଟନ କରିଥିଲେ। ଏହି ଉଦଘାଟନ ଉତ୍ସବରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ଦୁଇ ମୁଖ୍ୟ ବିରୋଧୀଙ୍କୁ ମନୋଜ ନାୟକ ଗୋଟିଏ ମଞ୍ଚରେ ଏକାଠି ବସାଇବାର ସକ୍ଷମ ହୋଇଥିଲେ। ଫଳରେ ମନୋଜ ଉଭୟ ବିଜେପି ଓ ବିଜେଡି ତରଫରୁ ରାଜ୍ୟସଭା ପ୍ରାର୍ଥୀ ହେବେ ବୋଲି କେତେକ ଗଣମାଧ୍ୟମରେ ପ୍ରକାଶ କରିଥିଲେ। ଯାହାକୁ ସିଧାସିଧା ମନୋଜ ନାୟକ ଖଣ୍ଡନ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.