Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଲକଡାଉନ ସମୟରେ ଛାତ୍ରଛାତ୍ରୀଙ୍କ ମାନସିକ ସ୍ବାସ୍ଥ୍ୟ ଠିକ ରଖିବା ପାଇଁ ଏଚଆରଡି ତରଫରୁ ଗାଇଡଲାଇନ, ୟୁଟ୍ୟୁବ ଚ୍ୟାନେଲ
ଜାତୀୟ ଖବର

ଲକଡାଉନ ସମୟରେ ଛାତ୍ରଛାତ୍ରୀଙ୍କ ମାନସିକ ସ୍ବାସ୍ଥ୍ୟ ଠିକ ରଖିବା ପାଇଁ ଏଚଆରଡି ତରଫରୁ ଗାଇଡଲାଇନ, ୟୁଟ୍ୟୁବ ଚ୍ୟାନେଲ

April 7, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, କରୋନା ସଂକ୍ରମଣ ନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ବିଭାଗ ନେଇଛି ଭିନ୍ନ ପଦକ୍ଷେପ। ଛାତ୍ରଛାତ୍ରୀଙ୍କ ମାନସିକ ସ୍ୱାସ୍ଥ୍ୟ ଓ କଲ୍ୟାଣ ଦିଗରେ ୟୁଜିସି ଏବଂ ବିଭିନ୍ନ ସ୍ଵୟଂଶାସିତ ସଂସ୍ଥାର ମୁଖ୍ୟମାନଙ୍କୁ ମାର୍ଗଦର୍ଶିକା ଜାରି କରିଛି । କୋଭିଡ-19 ଦୃଷ୍ଟିରୁ ଛାତ୍ରଛାତ୍ରୀଙ୍କ ମାନସିକ ସ୍ୱାସ୍ଥ୍ୟ ଓ ସମ୍ଭାବ୍ୟ ମନସ୍ତାତ୍ଵିକ ବିଷାଦକୁ ଦୃଷ୍ଟିରେ ରଖି ବିଶ୍ଵବିଦ୍ୟାଳୟ ମଞ୍ଜୁରି ଆୟୋଗ ସମସ୍ତ ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିକୁ କେତେକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛି । ସେଗୁଡିକ ହେଲା

  1. ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳର ଛାତ୍ରଛାତ୍ରୀଙ୍କ ମାନସିକ ସ୍ୱାସ୍ଥ୍ୟ ଓ ସମ୍ଭାବ୍ୟ ମନସ୍ତାତ୍ଵିକ ବିଷାଦକୁ ଦୃଷ୍ଟିରେ ରଖି ହେଲ୍ପଲାଇନ ଚାଲୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଗୁଡିକ ନିୟମିତ ଭାବେ ନଜରରେ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।
  2. ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ, ପତ୍ରାଚାର ଓ ନିବେଦନ ଜରିଆରେ ଶାନ୍ତ ଓ ମାନସିକ ଚାପ ମୁକ୍ତ ରହିବା ପାଇଁ କୁହାଯାଇଛି । ଏହା ଟେଲିଫୋନ, ଇ-ମେଲ ଓ ସାମାଜିକ ଗଣମାଧ୍ୟମ ଜରିଆରେ କରାଯାଇପାରିବ ।
  3. ଛାତ୍ରାବାସର ୱାଡେନ ବା ବରିଷ୍ଠ ଅଧ୍ୟାପକଙ୍କ ନେତୃତ୍ଵରେ କୋଭିଡ-19 ହେଲ୍ପ ଗ୍ରୁପ ଗଠନ କରାଯାଇ ତୁରନ୍ତ ସାହାଯ୍ୟ ଆବଶ୍ୟକ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ଚିହ୍ନଟ କରାଯିବା ଆବଶ୍ୟକ ।
  4. କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ୱେବସାଇଟ https://www.mohfw.gov.in/ ରେ ଉପଲବ୍ଧ ଭିଡିଓ ଲିଙ୍କ ବା ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟର ୱେବସାଇଟ ସହିତ ଇ-ମେଲ, ଫେସବୁକ, ୱାଟସଅପ ଜରିଆରେ ସଂଶ୍ଳିଷ୍ଟ ହେବା ।

ମାନସିକ ସ୍ୱାସ୍ଥ୍ୟ ଯତ୍ନର ସମ୍ଭାବ୍ୟ ସମାଧାନ

https://www.youtube.com/watch?v=uHB3WJsLJ8s&feature=youtu.be

କୋଭିଡ-19 କାଳରେ ସ୍ଵାସ୍ଥ୍ୟ ରକ୍ଷା

https://www.mohfw.gov.in/pdf/MindingourmindsduringCoronaeditedat.pdf

କୋଭିଡ-19 କାଳରେ ବିଭିନ୍ନ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ମତାମତ

https://www.youtube.com/watch? v=iuKhtSehp24&feature=youtu.be

ବ୍ୟବହାରିକ ସ୍ୱାସ୍ଥ୍ୟ : ସାଇକୋ ସାମାଜିକ ଟୋଲ ଫ୍ରି ହେଲ୍ପ ଲାଇନ – 0804611007

ଏହି ସମସ୍ତ ନିୟମାବଳିକୁ କଡାକଡି ଭାବରେ ଲାଗୁ କରି ଏ ସଂକ୍ରାନ୍ତ ବିବରଣୀ ୟୁଜିସି ପୋର୍ଟାଲ ugc.ac.in/uamp ମାଧ୍ୟମରେ ନିୟମିତ ଭାବେ ପଠାଇବା ପାଇଁ କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଆଜି ଜାନୁୟାରୀ ୨୨ ତାରିଖ ଗୁରୁବାର ଦିନ ଆଠଟି ରାଶିର ଆର୍ଥିକ ସ୍ଥିତି ବେଶ ଉଜ୍ଜଳ

January 22, 2026

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ଏଆଇ କ୍ଷମତା ସମ୍ପନ୍ନ ରାଷ୍ଟ୍ରଗୁଡ଼ିକର ପ୍ରଥମ ସମୂହରେ ଭାରତ ସାମିଲ ରହିଛି: ଅଶ୍ୱିନୀ ବୈଷ୍ଣବ

January 21, 2026

ଭାରତ ଆସିବ କି ନାହିଁ?, ୨୪ ଘଣ୍ଟା ଭିତରେ ନିଷ୍ପତ୍ତି ନିଅ, ନଚେତ…: ବାଂଲାଦେଶକୁ ଚେତାବନୀ ଦେଲା ଆଇସିସି

January 21, 2026
Latest News

ଅନୁସୂଚିତ ଜନଜାତି ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ନାଲକୋର ପ୍ରୋଜେକ୍ଟ ଇନ୍ଦ୍ରଧନୁଷ

January 22, 2026

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା: ଭରପୁର ମନୋରଞ୍ଜନ ଦେଲା ପଶୁ ମୁଖା ନୃତ୍ୟ

January 22, 2026

ପଞ୍ଚାୟତିରାଜ ବିଭାଗର ଉଚ୍ଚସ୍ତରୀୟ ବ୍ୟୟ ସମୀକ୍ଷା ବୈଠକ

January 22, 2026

ରାଶିଫଳ: ଆଜି ଜାନୁୟାରୀ ୨୨ ତାରିଖ ଗୁରୁବାର ଦିନ ଆଠଟି ରାଶିର ଆର୍ଥିକ ସ୍ଥିତି ବେଶ ଉଜ୍ଜଳ

January 22, 2026

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.