Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆମ୍ପାନ୍‌ ଅପ୍‌ଡେଟ୍‌ : ମଧ୍ୟରାତ୍ରିରୁ ବଢିବ ପବନର ବେଗ!
ବିଶେଷ ଖବର

ଆମ୍ପାନ୍‌ ଅପ୍‌ଡେଟ୍‌ : ମଧ୍ୟରାତ୍ରିରୁ ବଢିବ ପବନର ବେଗ!

May 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆମ୍ପାନ ଦ୍ବାରା ରାଜ୍ୟର ପ୍ରଭାବିତ ହେବାକୁ ଥିବା ଜିଲ୍ଲା ମାନଙ୍କରେ ମୁକାବିଲା ନେଇ ସୂଚନା ଦେଇଛନ୍ତି ଏସ୍‌ଆରସି ପ୍ରଦୀପ ଜେନା । ବିଭିନ୍ନ ଜିଲ୍ଲାକୁ 15ଟି ଏନ୍‌ଡିଆର୍‌ଏଫ୍‌ ଏବଂ 16ଟି ଓଡ୍ରାଫ୍‌ ଟିମ୍‌ ପଠାଯାଇଥିବା ବେଳେ 217ଟି ଅଗ୍ନିଶମ ଟିମ୍‌କୁ ପଠାଯାଇଛି । ସେହିପରି ଉପକୂଳବର୍ତ୍ତୀ ଅଞ୍ଚଳରେ ରହିଥିବା ଲୋକମାନଙ୍କର ସ୍ଥାନାନ୍ତରଣ ଜାରି ରହିଛି । ମଧ୍ୟରାତ୍ରରୁ ପବନର ବେଗ ବଢିବାର ସମ୍ଭାବନା ରହିଥିବାରୁ ଲୋକମାନଙ୍କୁ ଏହାପୂର୍ବରୁ ସ୍ଥାନାନ୍ତର କରାଯିବ । ଦିନ 3ଟା ସୁଦ୍ଧା 35 ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ।

ସେହିପରି ବିଦ୍ୟୁତ୍‌ ସେବା ଏବଂ ପାନୀୟ ଜଳକୁ ନିରବଛିନ୍ନ ଭାବରେ ଜାରି ରଖିବା ପାଇଁ ପ୍ରଚେଷ୍ଟା ଜାରି ରହିଥିବା ବେଳେ ବିଭିନ୍ନ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ଜିଲ୍ଲାରେ ପହଞ୍ଚିଥିବା ନେଇ ଏସ୍‌ଆରସି କହିଛନ୍ତି । ସେହିପରି ବାତ୍ୟା ଆଶ୍ରୟସ୍ଥଳରେ ସାମାଜିକ ଦୂରତ୍ବକୁ ମାନିବା ପାଇଁ ଏସ୍‌ଆରସି ନିବେଦନ କରିଛନ୍ତି । ବାତ୍ୟା ସମୟରେ ବାହାରକୁ ନବାହାରିବା ପାଇଁ ଏସ୍‌ଆରସି ନିବେଦନ କରିଛନ୍ତି ।

ampan SRC
Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ସୁସ୍ମିତା ଦେବ

June 10, 2026

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026
Latest News

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ସୁସ୍ମିତା ଦେବ

June 10, 2026

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.