Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶାର 21 ଲୋକସଭା ଆସନପାଇଁ ଘୋଷଣା ହେଲା ତାରିଖ, ଏପ୍ରିଲ 11ରୁ 29 ତାରିଖ ମଧ୍ୟରେ ହେବ ଓଡିଶାର ନିର୍ବାଚନ।
ବିଶେଷ ଖବର

ଓଡିଶାର 21 ଲୋକସଭା ଆସନପାଇଁ ଘୋଷଣା ହେଲା ତାରିଖ, ଏପ୍ରିଲ 11ରୁ 29 ତାରିଖ ମଧ୍ୟରେ ହେବ ଓଡିଶାର ନିର୍ବାଚନ।

March 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
1st phase nomination process starts in Odisha.
1st phase nomination process starts in Odisha.

ସମୀକ୍ଷା ବ୍ୟୁରୋ

ଏପ୍ରିଲ 11 ତାରିଖରେ ହେବ କଳାହାଣ୍ଡି  ଓ ବ୍ରହ୍ମପୁର ସମେତ 4ଟି ଲୋକସଭା ଆସନରେ ନିର୍ବାଚନ। ସେହିପରି ଏପ୍ରିଲ 18 ତାରିଖରେ ହେବ ବରଗଡ ଓ ସୁନ୍ଦରଗଡ ସମେତ ଆଉ ଦୁଇଟି ଲୋକସଭା ଆସନରେ ଭୋଟ ଗ୍ରହଣ। ନିର୍ବାଚନ କମିଶନରଙ୍କ ତରଫରୁ ଘୋଷଣା କରାଯାଇଥିବା ଭୋଟ ଗ୍ରହଣ ତାରିଖ ଅନୁସାରେ ଓଡିଶାରେ ଏପ୍ରିଲ 11 ତାରିଖ, ଏପ୍ରିଲ 18 ତାରିଖ,ଏପ୍ରିଲ 23 ତାରିଖ ଏବଂ ଏପ୍ରିଲ 29 ତାରିଖରେ ହେବ ଭୋଟ ଗ୍ରହଣ। ଭୋଟ ଗ୍ରହଣ ପାଇଁ ଘୋଷଣା ହୋଇଥିବା ଓଡିଶାର 21ଟି ଲୋକସଭା ନିର୍ବାଚନ ମଣ୍ଡଳୀର ତାରିଖ ହେଲା..

ଏପ୍ରିଲ 11 ତାରିଖ

1-କଳାହାଣ୍ଡି

2-ନବରଂଗପୁର

3-ବ୍ରହ୍ମପୁର

4-କୋରାପୁଟ

ଏପ୍ରିଲ 18 ତାରିଖ

1-ବରଗଡ

2-ସୁନ୍ଦରଗଡ

3-ବଲାଙ୍ଗିର

4-କନ୍ଧମାଳ

5-ଆସିକା

ଏପ୍ରିଲ 23 ତାରିଖରେ

1-ସମ୍ବଲପୁର

2-କେଉଁଝର

3-ଢେଙ୍କାନାଳ

4-କଟକ

5-ପୁରୀ

6-ଭୁବନେଶ୍ବର

ଏପ୍ରିଲ 29 ତାରିଖ

1-ମୟୁରଭଂଜ

2-ବାଲେଶ୍ବର

3-ଭଦ୍ରକ

4-ଯାଜପୁର

5-କେନ୍ଦ୍ରାପଡା

6-ଜଗତସିଂହପୁର

ଏହି ଲୋକସଭା ନିର୍ବାଚନ ମଣ୍ଡଳୀ ଅଧିନରେ ଆସୁଥିବା ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମଧ୍ୟ ଲୋକସଭା ନିର୍ବାଚନ ସହିତ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ମେ 29 ତାରିଖରେ ଭୋଟ ଗଣତି କରାଯିବ ବୋଲି ନିର୍ବାଚନ କମିଶନର ଘୋଷଣା କରିଛନ୍ତି।

assemblyelection electiondate odishaassembly odishaelection
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.