Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କରୋନା କବଳରେ ଓଡିଶାର ଦୁଇ ପ୍ରମୁଖ ଡାକ୍ତରଖାନା, ଆଚାର୍ୟ ହରିହର କର୍କଟ କେନ୍ଦ୍ରରେ ୫୫ କରୋନା ଆକ୍ରାନ୍ତ
ବିଶେଷ ଖବର

କରୋନା କବଳରେ ଓଡିଶାର ଦୁଇ ପ୍ରମୁଖ ଡାକ୍ତରଖାନା, ଆଚାର୍ୟ ହରିହର କର୍କଟ କେନ୍ଦ୍ରରେ ୫୫ କରୋନା ଆକ୍ରାନ୍ତ

July 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଓଡିଶାର ଦୁଇ ପ୍ରମୁଖ ଡାକ୍ତରଖାନା ଆଚାର୍ୟ ହରିହର କର୍କଟ କେନ୍ଦ୍ର ଓ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରେ ଆଜି ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କର୍କଟକେନ୍ଦ୍ରରେ ଆଜି ୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ବଡ ମେଡିକାଲରୁ ୧୧ ଜଣ ଆକ୍ରାନ୍ତ ଆଜି ଚିହ୍ନଟ ହୋଇଛନ୍ତି। ତେବେ କର୍କଟ କେନ୍ଦ୍ରର ଅବସ୍ଥା ଅତ୍ୟନ୍ତ ଉଦବେଗଜନକ ମନେ ହେଉଛି। ଗତ କିଛିଦିନ ଭିତରେ ଏହି କେନ୍ଦ୍ରରୁ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହେଲେଣି। ଗତ କିଛି ଦିନ ହେଲାଣି ଓଡିଶାର ବିଭିନ୍ନ ସ୍ୱାସ୍ଥ୍ୟକର୍ମୀ ଓ ପୋଲିସ କର୍ମୀ କାରୋନା ଦ୍ଵାରା ଆକ୍ରାନ୍ତ ହେଉଛନ୍ତି। କର୍କଟ ରୋଗୀଙ୍କ କ୍ଷେତ୍ରରେ କୋଭିଡ ସଂକ୍ରମଣ ମାରାତ୍ମକ ହୋଇଥିବାରୁ, ଏ କ୍ଷେତ୍ରରେ ଅଧିକ ସତର୍କତାର ଆବଶ୍ୟକତା ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଶେଷ ହେବ କି ସଂସଦର ଅଚଳାବସ୍ଥା?: ବିରୋଧୀଙ୍କୁ ଏହା କରିବା ପାଇଁ ନିବେଦନ କଲେ କିରେନ ରିଜିଜୁ

August 10, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଶରଦ ପାୱାରଙ୍କ ସାଂସଦ: ସୁପ୍ରିୟା ସୁଲେ ମଧ୍ୟ ସାମିଲ

August 10, 2026

JPSC ପରୀକ୍ଷା ଦୁର୍ନୀତି ମାମଲାରେ ED ର ଏଣ୍ଟ୍ରି: ଆରମ୍ଭ କଲା ତଦନ୍ତ

August 10, 2026

ପୁଡୁଚେରୀ ପୋଲିସକୁ ‘ପ୍ରେସିଡେଣ୍ଟସ୍ କଲର୍ସ’ ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ

August 9, 2026
Latest News

ଶେଷ ହେବ କି ସଂସଦର ଅଚଳାବସ୍ଥା?: ବିରୋଧୀଙ୍କୁ ଏହା କରିବା ପାଇଁ ନିବେଦନ କଲେ କିରେନ ରିଜିଜୁ

August 10, 2026

୫ ଦଫା ଦାବିକୁ ନେଇ ନଳକୂପ ମିସ୍ତ୍ରୀ ଓ ପମ୍ପ ଚାଳକମାନଙ୍କର ବିଧାନସଭା ସମ୍ମୁଖରେ ଗଣଧାରଣା

August 10, 2026

ଆଜିଠାରୁ ୧୬ ତାରିଖ ମଧ୍ୟରେ ସବୁଠାରୁ ଶସ୍ତା ବିମାନ ଟିକେଟ୍ କ’ଣ?: ଜାଣନ୍ତୁ ତାଲିକା

August 10, 2026

ନବୋଦୟ ବିଦ୍ୟାଳୟ ଷଷ୍ଠ ଶ୍ରେଣୀରେ ନାମ ଲେଖା ପାଇଁ ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

August 10, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଶରଦ ପାୱାରଙ୍କ ସାଂସଦ: ସୁପ୍ରିୟା ସୁଲେ ମଧ୍ୟ ସାମିଲ

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.