Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କରୋନା ଖର୍ଚ୍ଚର ହିସାବ ଦେଳେ ମୁଖ୍ୟ ଶାସନ ସଚିବ, ଜାଣନ୍ତୁ ରାଜ୍ୟରେ କେତେ ଖର୍ଚ୍ଚ ହେଲାଣି
ବିଶେଷ ଖବର

କରୋନା ଖର୍ଚ୍ଚର ହିସାବ ଦେଳେ ମୁଖ୍ୟ ଶାସନ ସଚିବ, ଜାଣନ୍ତୁ ରାଜ୍ୟରେ କେତେ ଖର୍ଚ୍ଚ ହେଲାଣି

July 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ରାଉରକେଲାରେ ଖୁବ୍ ଶୀଘ୍ର ଆରମ୍ଭ ହେବ ପ୍ଲାଜମା ଥେରାପି। ରାଉରକେଲା ଆଇଡିଏଚରେ ଏହି ଥେରାପି ବ୍ୟବସ୍ଥା ଆରମ୍ଭ କରାଯିବ। ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ।

କରୋନା ପାଇଁ ଏଯାବତ 19 ଶହ କୋଟି ଟଙ୍କା ଖର୍ଚ୍ଚ ହେଲାଣି ବୋଲି ମୁଖ୍ୟ ସଚିବ କହିଛନ୍ତି। କରୋନା ସ୍ଥିତି ଏବଂ ମୁକାବିଲା କିପରି କରାଯାଉଛି ତାହାର ପଦ୍ଧତି ସମ୍ପର୍କରେ ମନ୍ତ୍ରୀ ପରିଷଦକୁ ବୈଠକରେ ଅବଗତ କରାଯାଇଛି।

କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ 340 କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଶ୍ରୀ ତ୍ରିପାଠୀ କହିଛନ୍ତି। ଏସଡିଆରଏଫରୁ 624 କୋଟି, ପଞ୍ଚାୟତିରାଜ ବିଭାଗର 875 କୋଟି ଟଙ୍କା ଖର୍ଚ୍ଚ ହୋଇଛି। ବିଧାୟକମାନଙ୍କ ହାତପାଣ୍ଠି ଅର୍ଥ ମଧ୍ୟ 73 କୋଟି ଟଙ୍କା ଖର୍ଚ୍ଚ ହୋଇଛି।

କରୋନା ମୁକାବିଲାରେ 8023 ଜଣ ଡାକ୍ତର ନିୟୋଜିତ ରହିଥିବା ମୁଖ୍ୟ ସଚିବ ସୂଚନା ଦେଇଛନ୍ତି। ଏଥିସହିତ 4 ହଜାର 14 ଜଣ ଆୟୁ। ଡାକ୍ତର ମଧ୍ୟ ସେବାରେ ନିୟୋଜିତ ଅଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇର ମେରୁଦଣ୍ଡ ଭାଙ୍ଗିଲା ଇରାନ!: ସର୍ବବୃହତ ଗ୍ୟାସ କମ୍ପ୍ଲେକ୍ସ ଉପରେ ମାଡ଼ କଲା କ୍ଷେପଣାସ୍ତ୍ର

March 19, 2026

ଓଡିଶା ମାଟି ତଳୁ ମିଳିଲା ହୀରା ଓ ମାଣିକ ପଥର ସନ୍ଧାନ, ଜାଣନ୍ତୁ କେଉଁ ଜିଲ୍ଲାର କେଉଁ ସ୍ଥାନ

March 19, 2026

ଭାରତରେ ଚିନ୍ତା ବଢ଼ାଇଲା କତରର ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ: ଏବେ କ’ଣ ହେବ?

March 19, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 19, 2026
Latest News

ମନ୍ଦିରର ୫୦୦ ମିଟର ମଧ୍ୟରେ ମାଂସ ଦୋକାନ ବନ୍ଦ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶ

March 19, 2026

ଏହି ୩ ଟି ଷ୍ଟେସନରେ ଟ୍ରେନଗୁଡ଼ିକର ହେଲା ପରୀକ୍ଷାମୂଳକ ରହଣି 

March 19, 2026

ନୋରା ଫତେହିଙ୍କ ବିବାଦୀୟ ଗୀତ ମାମଲା: ଫତୱା ଜାରି କଲା ମୁସଲିମ ପର୍ସନାଲ ଦାରୁଲ ଇଫ୍ତା

March 19, 2026

ଏହି ରାଜ୍ୟରେ ପରିବର୍ତ୍ତନ ହେବ ସରକାର?: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ପୋଲ ମନ୍ତ୍ରା ସର୍ଭେ

March 19, 2026

ୟୁଏଇର ମେରୁଦଣ୍ଡ ଭାଙ୍ଗିଲା ଇରାନ!: ସର୍ବବୃହତ ଗ୍ୟାସ କମ୍ପ୍ଲେକ୍ସ ଉପରେ ମାଡ଼ କଲା କ୍ଷେପଣାସ୍ତ୍ର

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.