Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କରୋନାର ନୂଆ ହଟସ୍ପଟ ଆନ୍ଧ୍ର ପ୍ରଦେଶ, ଗୋଟିଏ ଦିନରେ ଦଶ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ
ବିଶେଷ ଖବର

କରୋନାର ନୂଆ ହଟସ୍ପଟ ଆନ୍ଧ୍ର ପ୍ରଦେଶ, ଗୋଟିଏ ଦିନରେ ଦଶ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

July 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ର ଓ ତାମିଲନାଡୁ ପରେ ଏବେ କରୋନା ସଂକ୍ରମଣର ନୂଆ ହଟସ୍ପଟ ଭାବରେ ଆନ୍ଧ୍ରପ୍ରଦେଶ ସାରା ଦେଶରେ ଚିନ୍ତାର କାରଣ ପାଲଟିଛି। ଆଜି ଗୋଟିଏ ଦିନରେ ଆନ୍ଧ୍ର ପ୍ରଦେଶରୁ ୧୦,୦୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ର ବ୍ଯତୀତ ଅନ୍ୟ କୌଣସି ରାଜ୍ୟରେ ଦିନକରେ ଏତେ ଅଧିକ ଆକ୍ରାନ୍ତ ଅନ୍ୟ କୌଣସି ରାଜ୍ୟରେ ଚିହ୍ନଟ ହୋଇନଥିଲେ। ବର୍ତ୍ତମାନ ସୁଦ୍ଧା ଆନ୍ଧ୍ରପ୍ରଦେଶରେ ୧,୨୦,୩୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏବେ ୬୩,୭୭୧ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ଓ ୧୨୧୩ ଲୋକ ପ୍ରାଣ ହରାଇଛନ୍ତି।

ଓଡିଶା ସୀମା ସହିତ ଆନ୍ଧ୍ରପ୍ରଦେଶର ସଂଯୋଗ ରହିଛି। ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା ଓ  ମାଲକାନଗିରି ଜିଲାର ସୀମା ସହିତ ଆନ୍ଧ୍ରପ୍ରଦେଶର ପ୍ରତ୍ଯକ୍ଷ ସମ୍ପର୍କ ରହିଛି। ବର୍ତ୍ତମାନ ଗଞ୍ଜାମ ଓ ଗଜପତି ଜିଲାରେ କରୋନା ସଂକ୍ରମଣ ବିସ୍ଫୋରକ ସ୍ଥିତିରେ ରହିଛି। ସ୍ଥିତି ସୁଧାରିବାକୁ ବର୍ତ୍ତମାନ ଆନ୍ଧ୍ର ପ୍ରଦେଶ ଓ ଓଡିଶା ସୀମାରେ ଚଳ ପ୍ରଚଳ ସଂପୂର୍ଣ୍ଣ ବନ୍ଦ କରିବା ଜରୁରୀ।

andhrapradesh corona hotspot
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026

ସୁନାବେଶରେ ଦର୍ଶନ ଦେଉଛନ୍ତି ମା’ ମଝିଘରିଆଣୀ

October 11, 2026

ଶସ୍ତା ହେବ କି ଡିଜେଲ?: ଅନ୍ତର୍ଜାତୀୟ ବଜାରରେ ହଇଚଇ ସୃଷ୍ଟି ରୁଷର ନୂତନ ନିଷ୍ପତ୍ତି

October 11, 2026
Latest News

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

October 12, 2026

ଟି-୨୦ରେ ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗିଲେ ଅଭିଷେକ ଶର୍ମା

October 12, 2026

କ୍ୟାପ୍‌ଟେନ୍ ସ୍ମୃତି ମନ୍ଧାନା ୟୁନିସେଫ୍ ଇଣ୍ଡିଆ ‘ସେଲିବ୍ରିଟି ଆଡ୍‌ଭୋକେଟ୍’

October 12, 2026

ଟାଇମ୍ସ ଫ୍ୟାଶନ୍ ୱିକ୍ ରେ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର ଝଲକ ଦେଖାଇଲା ଓରମାସ୍

October 12, 2026

ଛାତ୍ର ସଂସଦ ନିର୍ବାଚନ: ଉଷ୍ମ ହେଲାଣି ରାଜଧାନୀ କ୍ୟାମ୍ପସ୍

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.