Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ତଦନ୍ତରେ ଉତ୍କର୍ଷତା ପାଇଁ ଓଡିଶାରୁ ୪ ଜଣ ସହ ୧୨୧ ଜଣ ପୁଲିସଙ୍କୁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ମେଡାଲ,ପଢନ୍ତୁ ପୁରା ତାଲିକା
ଜାତୀୟ ଖବର

ତଦନ୍ତରେ ଉତ୍କର୍ଷତା ପାଇଁ ଓଡିଶାରୁ ୪ ଜଣ ସହ ୧୨୧ ଜଣ ପୁଲିସଙ୍କୁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ମେଡାଲ,ପଢନ୍ତୁ ପୁରା ତାଲିକା

August 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଲଦାଖ ପ୍ରସଙ୍ଗ
ଲଦାଖ ପ୍ରସଙ୍ଗ: ଲେହ ଓ କାର୍ଗିଲ ଗଣତାନ୍ତ୍ରିକ ମେଣ୍ଟ ସହିତ ଆଲୋଚନା ପାଇଁ ସରକାର ପ୍ରସ୍ତୁତ

ନୂଆଦିଲ୍ଲୀ, ୨୦୨୦ ବର୍ଷରେ ୧୨୧ ଜଣ ପୁଲିସ ଅଧିକାରୀଙ୍କୁ “ତଦନ୍ତରେ ଉତ୍କର୍ଷତା ପାଇଁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ମେଡାଲ” ପ୍ରଦାନ କରାଯାଇଛି। ଅପରାଧିକ ତଦନ୍ତରେ ଉଚ୍ଚ ପେସାଦାର ମାନକକୁ ପ୍ରୋତ୍ସାହିତ କରିବା ସହ ତଦନ୍ତକାରୀ ଅଫିସରଙ୍କ ଦ୍ୱାରା ହୋଇଥିବା ଉତ୍କୃଷ୍ଟ ତଦନ୍ତକୁ ସ୍ୱୀକୃତି ଦେବା ଲକ୍ଷ୍ୟ ନେଇ ୨୦୧୮ରେ ଏହି ମେଡାଲର ସ୍ଥାପନ କରାଯାଇଥିଲା।

ଚଳିତ ବର୍ଷ ଏହି ପୁରସ୍କାର ପାଇଥିବା ଅଧିକାରୀଙ୍କ ମଧ୍ୟରେ ସିବିଆଇରୁ ୧୫ ଜଣ ଥିଲା ବେଳେ, ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ର ପୁଲିସରୁ ୧୦ ଜଣ ଲେଖାଏଁ, କେରଳ ଓ ପଶ୍ଚିମବଙ୍ଗ ପୁଲିସରୁ ୭ ଜଣ ଲେଖାଏଁ, ଓଡ଼ିଶା ପୁଲିସରୁ ୪ ଜଣ ଏବଂ ବଳକା ପୁଲିସ ଅଧିକାରୀମାନେ ଅନ୍ୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର। ଏଥର ମେଡାଲ ପାଇଥିବା ଅଧିକାରୀଙ୍କ ମଧ୍ୟରେ ୨୧ ଜଣ ମହିଳା ପୁଲିସ ଅଫିସର ଅଛନ୍ତି।

“ତଦନ୍ତରେ ଉତ୍କର୍ଷତା ପାଇଁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ମେଡାଲ”ରେ ପୁରସ୍କୃତ ହୋଇଥିବା ଓଡ଼ିଶା ପୁଲିସର ଅଧିକାରୀମାନେ ହେଲେ, ଇନ୍ସପେକ୍ଟର ଶ୍ରୀମତୀ ସୁଷମା ତିର୍କୀ, ସବ୍-ଇନ୍ସପେକ୍ଟର ଶ୍ରୀ ଯୁଗଳ କିଶୋର ଦାଶ, ସବ୍-ଇନ୍ସପେକ୍ଟର ଶ୍ରୀମତୀ ସନ୍ତୋଷୀ ବାରିକ, ସବ୍-ଇନ୍ସପେକ୍ଟର ଶ୍ରୀ ବାବା ଶଙ୍କର ସରାଫ୍।

କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ମେଡାଲ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲାଇସେନ୍ସ ରଦ୍ଦ

April 24, 2026

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026
Latest News

ପେଟିଏମ୍ ପେମେଣ୍ଟସ୍ ବ୍ୟାଙ୍କର ବ୍ୟାଙ୍କିଂ ଲାଇସେନ୍ସ ବାତିଲ୍, ଏହା ଆପଣଙ୍କୁ କିପରି ପ୍ରଭାବିତ କରିବ?

April 25, 2026

ରାଶିଫଳ: ଆଜି ଏପ୍ରିଲ ୨୬ ତାରିଖ ଶନିବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 25, 2026

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.