Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦିନକରେ ରେକର୍ଡ ସଂଖ୍ୟକ 9 ଲକ୍ଷରୁ ଊର୍ଦ୍ଧ୍ଵ ନମୁନା ପରୀକ୍ଷଣ, ନିୟୁତ ପିଛା ପରୀକ୍ଷଣ 23,668ରେ ପହଞ୍ଚିଲା
ଜାତୀୟ ଖବର

ଦିନକରେ ରେକର୍ଡ ସଂଖ୍ୟକ 9 ଲକ୍ଷରୁ ଊର୍ଦ୍ଧ୍ଵ ନମୁନା ପରୀକ୍ଷଣ, ନିୟୁତ ପିଛା ପରୀକ୍ଷଣ 23,668ରେ ପହଞ୍ଚିଲା

August 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଦୈନିକ ନମୁନା ପରୀକ୍ଷଣରେ ଭାରତ ଆଜି ଆଉ ଏକ ସଫଳତାର ମାଇଲଖୁଣ୍ଟ ଛୁଇଁଛି। ପ୍ରଥମଥର ପାଇଁ ଗୋଟିଏ ଦିନରେ 9 ଲକ୍ଷ ନମୁନା ପରୀକ୍ଷଣ କରାଯାଇଛି। ଗତ 24 ଘଣ୍ଟା ମଧ୍ୟରେ 9,18,470 ନମୁନା ପରୀକ୍ଷା କରାଯିବା ଯୋଗୁଁ ଦେଶ ଖୁବଶୀଘ୍ର ଦିନକୁ 10 ଲକ୍ଷ ନମୁନା ପରିକ୍ଷଣର ନିକଟତର ହୋଇପାରିଛି। ଏଥିପାଇଁ ମୋଟ ନମୁନା ପରୀକ୍ଷା ସଂଖ୍ୟା 3.25 କୋଟିରୁ ଊର୍ଦ୍ଧ୍ଵ ଅର୍ଥାତ 3,26,61,252 ରେ ପହଞ୍ଚିଛି।

ରୋଗ ନିରୂପଣ ପାଇଁ ଅଧିକ ନମୁନା ପରୀକ୍ଷାଗାର ପ୍ରତିଷ୍ଠା ଯୋଗୁଁ ଏହା ସମ୍ଭବ ହୋଇପାରିଛି। ଫଳତଃ 1 ନିୟୁତ ଜନସଂଖ୍ୟାରେ ନମୁନା ପରୀକ୍ଷଣ 23,668ରେ ପହଞ୍ଚିଛି ଏହି ଧାରା କ୍ରମଶଃ ଅଧିକରୁ ଅଧିକ ହେବାରେ ଲାଗିଛି। ଅଧିକରୁ ଅଧିକ ପରୀକ୍ଷା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ କ୍ରମଶଃ ହ୍ରାସ ପାଉଛି। ଯଦିଓ ଅଧିକ ପରୀକ୍ଷା ଯୋଗୁଁ ସଂକ୍ରମିତଙ୍କ ସଂଖ୍ୟା ଆରମ୍ଭରୁ ବୃଦ୍ଧି ପାଉଛି, ତେବେ ଅନ୍ୟାନ୍ୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଅଭିଜ୍ଞାତା ଅନୁସାରେ ଏହା ଶୀଘ୍ର ଏକାନ୍ତବାସ, ସକ୍ରିୟଙ୍କୁ ଚିହ୍ନଟ କରିବା ଓ ଉତ୍ତମ ଉପଚାର ଯୋଗୁଁ କ୍ରମଶଃ ହ୍ରାସ ପାଇବା ଲକ୍ଷ୍ୟ କରାଯାଇଛି।

ଜାତୀୟ ସଂକ୍ରମଣ ହାର ଶତକଡା 8 ଥିବା ବେଳେ 26ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଏହା ଜାତୀୟ ହାରଠାରୁ ମଧ୍ୟ ନିମ୍ନରେ ରହିଛି। ଦେଶବ୍ୟାପୀ ନମୁନା ପରୀକ୍ଷାଗାର ମଧ୍ୟ ବୃଦ୍ଧି ପାଉଛି। 977ଟି ସରକାରୀ ଓ 517ଟି ଘରୋଇକୁ ମିଶାଇ 1494ଟି ପରୀକ୍ଷାଗାରରେ ଆଜି ନମୁନା ପରୀକ୍ଷଣ କରାଯାଉଛି।

covid19 test
Share. Facebook Twitter LinkedIn Email WhatsApp Copy Link

Related Posts

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026
Latest News

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.