Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରିୟା ଚକ୍ରବର୍ତ୍ତିଙ୍କ ଭାଇ ସୌଭିକ ଏବଂ ସୁଶାନ୍ତଙ୍କ ମ୍ୟାନେଜର ମିରାଣ୍ଡାଙ୍କୁ ଡ୍ରଗ ମାମଲାରେ କରାଗଲା ଗିରଫ
ଜାତୀୟ ଖବର

ରିୟା ଚକ୍ରବର୍ତ୍ତିଙ୍କ ଭାଇ ସୌଭିକ ଏବଂ ସୁଶାନ୍ତଙ୍କ ମ୍ୟାନେଜର ମିରାଣ୍ଡାଙ୍କୁ ଡ୍ରଗ ମାମଲାରେ କରାଗଲା ଗିରଫ

September 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Rhea's brother, Sushant's house manager arrested in narco case

ମୁମ୍ବାଇ, ରିୟା ଚକ୍ରବର୍ତ୍ତୀଙ୍କ ଭାଇ ଶୋୟିକ୍ ଏବଂ ସୁଶାନ୍ତ ସିଂ ରାଜପୁତଙ୍କ ଘର ମ୍ୟାନେଜର ସାମୁଏଲ୍ ମିରାଣ୍ଡାଙ୍କୁ ଆଜି ରାତିରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଗିରଫ କରିଛି। ବଲିଉଡ ଷ୍ଟାର ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ଡ୍ରଗ୍ କାରାବାର ମାମଲାରେ ଏହି ଗିରଫ କରାଯାଇଛି ବୋଲି ଜଣାପଡିଛି।

ଏନସିବି ଅଧିକାରୀଙ୍କ ଅନୁଯାୟୀ, ୧୦ ଘଣ୍ଟା ପଚରାଉଚରା ପରେ ଏବଂ ଡ୍ରଗ୍ ମାମଲାରେ ସମ୍ପୃକ୍ତ ଥିବା ନେଇ ସେମାନଙ୍କ ବିରୋଧରେ ପର୍ଯ୍ୟାପ୍ତ ପ୍ରମାଣ ପାଇବା ପରେ ଗିରଫ କରାଯାଇଛି। ଏହାପୂର୍ବରୁ ଏନସିବି ସୌଭିକ୍ ଏବଂ ମିରାଣ୍ଡାଙ୍କ ବାସଭବନରେ ମଧ୍ୟ ସର୍ଚ୍ଚ କରିଥିଲା। ସେମାନେ ବ୍ୟବହାର କରୁଥିବା ଲାପଟପ୍ ଏବଂ ମୋବାଇଲ୍ ଫୋନ୍ ମଧ୍ୟ ଜବତ କରାଯାଇଛି।

ଏନସିବି ଏକ କୋର୍ଟକୁ ମଧ୍ୟ କହିଛି ଯେ ସୌଭିକ୍ ଡ୍ରଗ୍ସ ବେପାରୀ ଅବଦୁଲ ବସିତ୍ ପ୍ୟାରୀହରଙ୍କଠାରୁ ଗଞ୍ଜେଇ ଅର୍ଡର କରୁଥିଲେ ଏବଂ ଗୁଗୁଲ ପେ ମାଧ୍ୟମରେ ତାଙ୍କୁ ଦେୟ ପ୍ରଦାନ କରିଥିଲେ। ସୌଭିକ୍ ଏବଂ ମିରାଣ୍ଡାଙ୍କୁ ଶନିବାର କୋର୍ଟରେ ହାଜର କରାଯିବ। ଏନସିବି ଅଧିକାରୀ କହିଛନ୍ତି ଯେ ପଚରାଉଚରା ପାଇଁ ଏବଂ ସେମାନଙ୍କ ଗିରଫ ହୋଇଥିବା ଅନ୍ୟ ଅଭିଯୁକ୍ତଙ୍କ ସହ ମୁହାଁମୁହିଁ ହେବା ପାଇଁ ଏଜେନ୍ସି ସେମାନଙ୍କୁ ରିମାଣ୍ଡରରେ ଆଣିବ।

ଏନସିବି ଅଧିକାରୀ କହିଛନ୍ତି ଯେ ଜବତ ହୋଇଥିବା ଲାପଟପ୍ ଏବଂ ହ୍ବାଟସଆପ ଚାଟରୁ ମିଳିଥିବା ସୂଚନା ଉପରେ ଏହି ଦୁଇଜଣଙ୍କୁ ପଚରାଉଚୁରା କରାଯିବ।

ରିୟା ଚକ୍ରବର୍ତ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026
Latest News

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.