Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଏବଂ ଗଂଜେଇ ମାମଲରେ ତଦନ୍ତ ପାଇଁ ଓଡିଶା ଆସିପାରନ୍ତି ଏନସିବି ଟିମ
ଅପରାଧ

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଏବଂ ଗଂଜେଇ ମାମଲରେ ତଦନ୍ତ ପାଇଁ ଓଡିଶା ଆସିପାରନ୍ତି ଏନସିବି ଟିମ

September 5, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଏବଂ ଗଂଜେଇ ମାମଲର ତଦନ୍ତ ପାଇଁ ଓଡିଶା ଆସିପାରନ୍ତି ଏନସିବି ଟିମ

ନୂଆଦିଲ୍ଲୀ, ଗତକାଲି ଡ୍ରଗ କାରାବାର ମାମଲାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତିଙ୍କ ଭାଇ ସୌଭିକ ଏବଂ ସୁଶାନ୍ତ ସିଂ ରାଜପୁତଙ୍କ ପରିଚାଳକ ସାମୁଏଲ ମିରିଣ୍ଡାଙ୍କୁ ଗିରଫ କରାଯାଇଛି। ସେମାନଙ୍କୁ ଗିରଫ କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ। ତେବେ ଏମାନେ ଗଂଜେଇ କାରାବାରରେ ସଂପୃକ୍ତ ଅଛନ୍ତି ବୋଲି ଏନସିବି ବଳିଷ୍ଠ ପ୍ରମାଣ ପାଇଛି।

ଏଥିସହିତ ଏହି ଗଂଜେଇ ଓଡିଶାରୁ ପଠାଯାଉଥିଲା ବୋଲି ସୁରାକ ମିଳିଛି ବୋଲି ଜଣାପ଼ଡିଛି। ଏପରିକି ରିୟା ତାଙ୍କ ହ୍ବାଟସପ ଚାର୍ଟରେ ଭୁବନେଶ୍ବର ଗଂଜେଇ ଭଲ ବୋଲି ଉଲ୍ଲେଖ କରିଥିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ହୋଇଛି। ଫଳରେ ନାର୍କୋଟିକ୍ସ ଟିମ ଖୁବ ଶିଘ୍ର ଏହାର ଖିଅ ଖୋଳିବା ପାଇଁ ଓଡିଶା ଆସିବେ ବୋଲି ଜଣାପଡିଛି।

ଗତକାଲି ରାତିରେ ସୌଭିକ ଏବଂ ମିରିଣ୍ଡାଙ୍କୁ ଗିରଫ ପରେ ଏହି ଗଂଜେଇ ମାମଲରା ଖିଅ ଧିରେ ଧିରେ ଖୋଲିବାରେ ଲାଗିଛି। କାରଣ ଗତକାଲି ଏହି ଦୁଇଜଣଙ୍କୁ ୧୦ ଘଣ୍ଟା ପଚରାଉଚରା ପରେ ଏବଂ ଡ୍ରଗ୍ ମାମଲାରେ ସମ୍ପୃକ୍ତ ଥିବା ନେଇ ସେମାନଙ୍କ ବିରୋଧରେ ପର୍ଯ୍ୟାପ୍ତ ପ୍ରମାଣ ପାଇବା ପରେ ଗିରଫ କରାଯାଇଛି।

ଏହାପୂର୍ବରୁ ଏନସିବି ସୌଭିକ୍ ଏବଂ ମିରାଣ୍ଡାଙ୍କ ବାସଭବନରେ ମଧ୍ୟ ସର୍ଚ୍ଚ କରିଥିଲା। ସେମାନେ ବ୍ୟବହାର କରୁଥିବା ଲାପଟପ୍ ଏବଂ ମୋବାଇଲ୍ ଫୋନ୍ ମଧ୍ୟ ଜବତ କରାଯାଇଛି। ଯେଉଁଥିରେ ସେମାନେ କେଉଁଠାରୁ ଗଂଜେଇ ଆଣୁଥିଲେ ତାହାର ସୁରାକ ମିଳିଛି। ଏନସିବି ଏକ କୋର୍ଟକୁ ମଧ୍ୟ କହିଛି ଯେ ସୌଭିକ୍ ଡ୍ରଗ୍ସ ବେପାରୀ ଅବଦୁଲ ବସିତ୍ ପ୍ୟାରୀହରଙ୍କଠାରୁ ଗଞ୍ଜେଇ ଅର୍ଡର କରୁଥିଲେ ଏବଂ ଗୁଗୁଲ ପେ ମାଧ୍ୟମରେ ତାଙ୍କୁ ଦେୟ ପ୍ରଦାନ କରିଥିଲେ।

ଏନସିବି ଏ ସବୁ ପ୍ରମାଣ ଯୋଗାଡ କରିବା ପରେ ଗଂଜେଇ ଖିଅ କେଉଁଠି କେଉଁଠି ରହିଛି ତାହାର ଖୋଳତାଡ କରିବ। ଏନସିବି ଶନିବାର ଦିନ ଦୁହିଁଙ୍କୁ କୋର୍ଟରେ ହାଜର କରାଇବା ପରେ ସେମାନଙ୍କୁ ରିମାଣ୍ଡରରେ ନେବ। ଜଣ ଅଧିକାରଙ୍କ ସୂଚନା ଅନୁସାରେ ସେ ଦୁହିଁଙ୍କୁ ମୁହାଁମୁହିଁ ଜେରା କରାଯିବ। ସେ ସମୟରେ ସେମାନଙ୍କଠାରୁ ଗଂଜେଇ କାରାବାରର ପୁରା ତଥ୍ୟ ମିଳିପାରିବ ବୋଲି ଏହି ଅଧିକାରୀ କହିଛନ୍ତି।

Rhea Chakraborty Sushant Singh Rajput
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସେପ୍ଟମ୍ବର ୨୭ ତାରିଖରେ ପାଞ୍ଚଟି ରାଶିର ବୁଲିଲା ଭାଗ୍ୟ ଚକ୍ର

September 27, 2026

ଇସିଙ୍କ ବୟାନ ପରେ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ?

September 26, 2026

“ଜ୍ଞାନେଶ କୁମାର ହେଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି-ଶାହାଙ୍କ ଅମ୍ପାୟାର”: ରାହୁଲ ଗାନ୍ଧୀ

September 26, 2026

‘ବାର୍ତ୍ତାଳାପ’ ସାମ୍ବାଦିକ ଓ ସରକାରଙ୍କ ମଧ୍ୟରେ ଏକ ସେତୁ: ଅଖିଳ କୁମାର ମିଶ୍ର

September 26, 2026
Latest News

ଆଜି ସେପ୍ଟମ୍ବର ୨୭ ତାରିଖରେ ପାଞ୍ଚଟି ରାଶିର ବୁଲିଲା ଭାଗ୍ୟ ଚକ୍ର

September 27, 2026

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.