Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ଓଡିଶା ପାଇଁ ଏକ ଗର୍ବର ଦିନ, ରାଜ୍ୟସଭା ପରିଚାଳନା କଲେ ଯୁବ ଓଡିଆ ସାଂସଦ ଡ.ସସ୍ମିତ ପାତ୍ର
ଜାତୀୟ ଖବର

ଆଜି ଓଡିଶା ପାଇଁ ଏକ ଗର୍ବର ଦିନ, ରାଜ୍ୟସଭା ପରିଚାଳନା କଲେ ଯୁବ ଓଡିଆ ସାଂସଦ ଡ.ସସ୍ମିତ ପାତ୍ର

September 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Proud Day for Odisha : Odia MP Presides in Rajya Sabha after 20 years

ନୂଆଦିଲ୍ଲୀ, ଆଜି ଓଡିଶା ପାଇଁ ଏହା ଏକ ଗର୍ବର ଦିନ ଥିଲା। କାରଣ ୨୦ ବର୍ଷ ପରେ ଜଣେ ଓଡିଆ ସାଂସଦ ରାଜ୍ୟସଭା ପ୍ରକ୍ରିୟାରେ ଅଧ୍ୟକ୍ଷତା କରିଥିଲେ। ବିଜୁ ଜନତା ଦଳର ସାଂସଦ ଡକ୍ଟର ସସ୍ମିତ ପାତ୍ର ଆଜି ରାଜ୍ୟସଭାର ଉପାଧ୍ୟକ୍ଷ ଭାବରେ ଗୃହ ପରିଚାଳନା କରିଛନ୍ତି। ମହାମାରୀ ରୋଗ (ସଂଶୋଧନ) ଅର୍ଡିନାନ୍ସ, ୨୦୨୦ ବିଲ୍ ଉପରେ ଆଲୋଚନା ବେଳେ ଓଡିଶାର ସାଂସଦ ରାଜ୍ୟସଭାରେ ଅଧ୍ୟକ୍ଷତା କରିଥିଲେ । ପୂର୍ବରୁ ସସ୍ମିତ ଅନ୍ୟ ପାଞ୍ଚ ଜଣ ସହ ଉପାଧ୍ୟକ୍ଷ ପ୍ୟାନେଲରେ ସ୍ଥାନ ପାଇଥିଲେ।

ସେ ଉପାଧ୍ୟକ୍ଷ ଭାବେ ଚେୟାର ଗ୍ରହଣ କରିବା ସମୟରେ ଅନ୍ୟ ସାଂସଦମାନେ ଡକ୍ଟର ପାତ୍ରଙ୍କୁ ଅଭିନନ୍ଦନ ଜଣାଇଥିଲେ। ଦିନିକିଆ ଅଧିବେଶନ ବନ୍ଦ ହେବା ପରେ ଅନେକ ରାଜ୍ୟସଭା ସାଂସଦ ତାଙ୍କ ନିକକୁ ଆସି ଶୁଭେଚ୍ଛା ଜଣାଇଥିଲେ। ସେମାନେ କହିଥିଲେ ଯେ ଗୃହର ସର୍ବ କନିଷ୍ଠ ସାଂସଦ ହୋଇଥିଲେ ମଧ୍ୟ ତାଙ୍କର ଭଦ୍ର ଆଚରଣ ଏବଂ ଧର‌୍ୟ୍ୟର ସହିତ ସେ ଗୃହ ପରିଚାଳନା କରିଥିଲେ।

ଡକ୍ଟର ସସ୍ମିତ ପାତ୍ର ଏହି ମହତ୍ ପୂର୍ଣ୍ଣ ମୂହୁର୍ତ୍ତକୁ ତାଙ୍କ ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଉତ୍ସର୍ଗ କରିଥିଲେ। ନବୀନ ପଟ୍ଟନାୟକ ଏବଂ ଓଡିଶାର କୋଟିକୋଟି ଲୋକଙ୍କ ବିନା ଆର୍ଶିବାଦରେ ପ୍ରଥମେ ରାଜ୍ୟସଭାକୁ ଆସିବା ଏବଂ ଏହି ସ୍ଥାନରେ ବସିବା ସମ୍ଭବ ହୋଇ ପାରି ନଥାନ୍ତା। ଓଡ଼ିଶାରେ ଜଣେ ସାଂସଦ ରାଜ୍ୟସଭାରେ ସଭାପତିତ୍ୱ କରିବା ଓଡିଆଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ ନିଶ୍ଚିତ।

Biju Janata Dal MP Dr. Sasmit Patra ସସ୍ମିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.