Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆକାଶବାଣୀ କଟକ ପକ୍ଷରୁ ସ୍ୱତନ୍ତ୍ର କୋଭିଡ-୧୯ ଜିଲ୍ଲା ହାଲଚାଲ କାର୍ଯ୍ୟକ୍ରମ
ବିଶେଷ ଖବର

ଆକାଶବାଣୀ କଟକ ପକ୍ଷରୁ ସ୍ୱତନ୍ତ୍ର କୋଭିଡ-୧୯ ଜିଲ୍ଲା ହାଲଚାଲ କାର୍ଯ୍ୟକ୍ରମ

September 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆକାଶବାଣୀ କଟକ

କଟକ: ଆକାଶବାଣୀ କଟକ ସମାଚାର ବିଭାଗ ଦୈନିକ ଜିଲ୍ଲା ହାଲଚାଲ କାର୍ଯ୍ୟକ୍ରମକୁ ଏକ ନୂତନ ଶୈଳୀରେ ଆରମ୍ଭ କରିଛି। ରାଜ୍ୟରେ କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଏହି କାର୍ଯ୍ୟକ୍ରମରେ କେବଳ କୋଭିଡ-୧୯ ସମ୍ପର୍କିତ ସୂଚନା ଉପରେ ଗୁରୁତ୍ୱାରୋପ କରାଯିବ। ପ୍ରତ୍ୟେକ ଦିନ ଏକ ନିର୍ଦ୍ଦିଷ୍ଟ ଜିଲ୍ଲାର କୋଭିଡ ସଂକ୍ରମଣ, ସରକାରଙ୍କ ପକ୍ଷରୁ ନିଆଯାଇଥିବା ଅଭିନବ ପଦକ୍ଷେପ, କୋଭିଡ ଯୋଦ୍ଧାଙ୍କ ପ୍ରଶଂସନୀୟ ଉଦ୍ୟମ ଏବଂ କୋଭିଡକୁ ପରାସ୍ତ କରି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା କାର୍ଯ୍ୟକ୍ରମରେ ସ୍ଥାନ ପାଇବ। ଏଥିସହିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତାମତ ମଧ୍ୟ ସାମିଲ କରାଯିବ।

ଏହି କାର୍ଯ୍ୟକ୍ରମଟି ପ୍ରତ୍ୟେକ ଦିନ ସନ୍ଧ୍ୟା ୭.୨୫ ରୁ ୭.୩୦ ମଧ୍ୟରେ ପ୍ରସାରିତ ହେବ। ଆଜି ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଓଡିଶା ପ୍ରାନ୍ତର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ଶୈଳେଶ କୁମାର ମାଲବ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଏହି ନିଷ୍ପତି ନିଆଯାଇଛି। ଶନିବାର (୧୯.୦୯.୨୦୨୦) ସନ୍ଧ୍ୟାରେ ବାଲେଶ୍ୱର ଜିଲ୍ଲା ଉପରେ ପ୍ରଥମ କାର୍ଯ୍ୟକ୍ରମ ପ୍ରସାରିତ ହୋଇଛି।

କୋଭିଡ଼-୧୯
Share. Facebook Twitter LinkedIn Email WhatsApp Copy Link

Related Posts

ଚିକିତ୍ସା ଅବହେଳା ନା ଦୁର୍ଭାଗ୍ୟ ? ଆମ୍ବୁଲାନ୍ସ ଅପେକ୍ଷାରେ ଚାଲିଗଲା ଜୀବନ

June 5, 2026

ମମତା ବାନାର୍ଜୀଙ୍କୁ ନିଜ ଆସନ ଯାଚିଲେ ହୁମାୟୁନ୍: କହିଲେ, ଟିଏମସି ର ପରିସ୍ଥିତି ଦେଖି କଷ୍ଟ ହେଉଛି

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026
Latest News

ନୋଏଡାରେ ଭୟାବହ ଅଗ୍ନିକାଣ୍ଡ, ଦୁଇଟି ସ୍ଥାନରେ ଲାଗିଲା ନିଆଁ

June 5, 2026

ଚିକିତ୍ସା ଅବହେଳା ନା ଦୁର୍ଭାଗ୍ୟ ? ଆମ୍ବୁଲାନ୍ସ ଅପେକ୍ଷାରେ ଚାଲିଗଲା ଜୀବନ

June 5, 2026

ତାମିଲନାଡୁ ବିଜେପିରେ ବଡ଼ ପରିବର୍ତ୍ତନ: କେ. ଅନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ

June 5, 2026

OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ବଡପଣ୍ଡା

June 5, 2026

ଆପଣଙ୍କ ଫୋନର ବ୍ୟାଟେରୀ ଶୀଘ୍ର ଶେଷ କରିପାରେ ଏହି ଭୁଲ!: ଜାଣିବା ଜରୁରୀ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.