Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କୋଭିଡ ସତ୍ବେ ଖରିଫ ଧାନ ସଂଗ୍ରହ ନିମନ୍ତେ ମୋଟ ୧୪ ଲକ୍ଷ ୯୭ ହଜାର ଚାଷୀ କଲେ ନାମ ପଂଜୀକରଣ
ଜାତୀୟ ଖବର

କୋଭିଡ ସତ୍ବେ ଖରିଫ ଧାନ ସଂଗ୍ରହ ନିମନ୍ତେ ମୋଟ ୧୪ ଲକ୍ଷ ୯୭ ହଜାର ଚାଷୀ କଲେ ନାମ ପଂଜୀକରଣ

September 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Farmers

ଭୁବନେଶ୍ୱର, ସର୍ବନିମ୍ନ ସହାୟକ ମୂଲ୍ୟ ଯୋଜନାରେ ଖରିଫ୍‌ ଧାନ ସଂଗ୍ରହ ନିମନ୍ତେ ଚାଷୀ ନାମ ପଂଜୀକରଣ ଗତବର୍ଷ ତୁଳନାରେ ୨୦୨୦-୨୧ ଖରିଫ୍‌ରେ ୨୧ ପ୍ରତିଶତ ବୃଦ୍ଧି ପାଇଛି । ୨୦୨୦-୨୧ ଖରିଫ୍‌ ଧାନ ସଂଗ୍ରହ ନିମନ୍ତେ ମୋଟ ୧୪ ଲକ୍ଷ ୯୭ ହଜାର ୭୭୯ ଜଣ ଚାଷୀ ସେମାନଙ୍କର ନାମ ପଂଜୀକରଣ କରିଛନ୍ତି ।

ଗତବର୍ଷ ୨୦୧୯-୨୦ ଖରିଫ୍‌ ଧାନ ସଂଗ୍ରହ ନିମନ୍ତେ ୧୨ ଲକ୍ଷ ୩୫ ହଜାର ୯୦୮ ଜଣ ଚାଷୀ ସେମାନଙ୍କର ନାମ ପଂଜୀକରଣ କରିଥିଲେ । ଗତବର୍ଷ ତୁଳନାରେ ୨ ଲକ୍ଷ ୬୧ ହଜାର ୮୭୧ ଜଣ ଅଧିକ ଚାଷୀ ଖରିଫ୍‌ ଧାନ ବିକିବା ନିମନ୍ତେ ବିଭିନ୍ନ ପ୍ୟାକସ୍‌/ଲ୍ୟା ̧ସ୍‌ରେ ଅନ୍‌ଲାଇନ୍‌ ଯୋଗେ ସେମାନଙ୍କର ନାମ ପଂଜୀକରଣ କରିଛନ୍ତି ।

କୋଭିଡ୍‌-୧୯ ସ୍ଥିତିରେ ସରକାରଙ୍କ ସମସ୍ତ ମାର୍ଗଦର୍ଶିକା ଓ ସାମାଜିକଦୂରତ୍ୱ ପାଳନ କରି ଚାଷୀ ନାମ ପଂଜୀକରଣ କାର୍ଯ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦ୍ୱାରା ସଫଳତାର ସହ ସଂ ପନ୍ନ ହୋଇ ପାରିଛି । ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ୨୮୫୪ଟି ପ୍ୟାକ୍ସ/ଲ୍ୟା ̧ସ୍‌ରେ ଅନ୍‌ଲାଇନ୍‌ ମାଧ୍ୟମରେ ସେମାନଙ୍କର ନାମ ପଂଜୀକରଣ କରିଛନ୍ତି । ଗତବର୍ଷ ରାଜ୍ୟର ୨୮୧୮ଟି ପ୍ୟାକ୍ସରେ ଚାଷୀ ନାମ ପଂଜୀକରଣ କରାଯାଇଥିଲା । ଗତବର୍ଷ ତୁଳନାରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ନାମ ପଂଜୀକରଣ ହାର ବୃଦ୍ଧି ପାଇଛି।

ଖରିଫ ଚାଷ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.