Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କଂଗ୍ରେସ କ୍ଷମତାକୁ ଆସିଲେ କୃଷି ଆଇନକୁ ରଦ୍ଦ କରିବ : ରାହୁଲ୍‌ ଗାନ୍ଧି
ଜାତୀୟ ଖବର

କଂଗ୍ରେସ କ୍ଷମତାକୁ ଆସିଲେ କୃଷି ଆଇନକୁ ରଦ୍ଦ କରିବ : ରାହୁଲ୍‌ ଗାନ୍ଧି

October 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଞ୍ଜାବ :  ନୂତନ କୃଷି ଆଇନକୁ ନେଇ କେନ୍ଦ୍ର ସରକାରଙ୍କୁ ପୁଣି ଥରେ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ନେତା ରାହୁଲ୍‌ ଗାନ୍ଧି । ପଞ୍ଜାବର ମୋଗାଠାରେ କ୍ଷେତ ବଞ୍ଚାଅ ଯାତ୍ରାକୁ ସମ୍ବୋଧନ କରି ରାହୁଲ୍‌ ସରକାରଙ୍କ ଉପରେ ବର୍ଷିଛନ୍ତି । ଏହି ଅବସରରେ ରାହୁଲ୍‌ କୃଷକଙ୍କୁ ଗ୍ୟାରେଣ୍ଟି ଦେଇ କହିଛନ୍ତି ଯେ, ଯେଉଁଦିନ କଂଗ୍ରେସ କ୍ଷମତାକୁ ଆସିବ ସେହିଦିନ ଏହି ତିନି କଳା ଆଇନକୁ ରଦ୍ଦ କରିଦେବ । ସରକାର ଏହି ବିଲ୍‌କୁ ନେଇ ପୂର୍ବରୁ ଲୋକସଭା ଓ ରାଜ୍ୟସଭାରେ ଚର୍ଚ୍ଚା କରିବାର ଆବଶ୍ୟକତା ଥିଲା, କିନ୍ତୁ ଏହା କରିନାହାନ୍ତି ।

ରାହୁଲ୍‌ ଆହୁରି ମଧ୍ୟ କହିଛନ୍ତି ଯେ, ସେ କୃଷକଙ୍କୁ ଭରସା ଦେବାକୁ ଚାହାଁନ୍ତି ଯେ, କଂଗ୍ରେସ ସାରା ଦେଶର କୃଷକମାନଙ୍କ ସହିତ ରହିଛି ଓ ରହିବ ମଧ୍ୟ । ଏହି ପ୍ରତିଶ୍ରୁତିରୁ କଂଗ୍ରେସ ଏକ ଇଞ୍ଚ ମଧ୍ୟ ପଛକୁ ହଟିବ ନାହିଁ । ନରେନ୍ଦ୍ର ମୋଦିଙ୍କ ସରକାର ଏମ୍‌ଏସପିକୁ ଶେଷ କରିବାକୁ ଚାହାଁନ୍ତି । କିନ୍ତୁ ଏହା କଂଗ୍ରେସ ଦଳ କରିବାକୁ ଦେବନି ।  କୃଷକମାନେ ଏହି ନୂତନ କୃଷି ଆଇନକୁ ନେଇ ଖୁସି ନାହାନ୍ତି । ଏଥିପାଇଁ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି ।

କୃଷି ବିଲ୍‌ ବିରୋଧରେ କଂଗ୍ରେସ ସାଂସଦ ରାହୁଲ୍‌ ଗାନ୍ଧି, ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂହ ଓ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ସୁନୀଲ ଜାଖଡ ଟ୍ରାକ୍ଟର ଯାତ୍ରା କରିଛନ୍ତି । (ଏଜେନ୍ସି)

କଂଗ୍ରେସ କୃଷି ଆଇନ ରାହୁଲ୍‌ ଗାନ୍ଧି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ଭାରତ ସରକାର, ନାଗାଲାଣ୍ଡ ସରକାର ଏବଂ ଇ.ଏନ୍.ପି.ଓ. ମଧ୍ୟରେ ଐତିହାସିକ ରାଜିନାମା ସ୍ୱାକ୍ଷରିତ

February 6, 2026

ଭାରତର ପ୍ରଥମ ସମବାୟ-ଭିତ୍ତିକ ଟ୍ୟାକ୍ସି ସେବା ‘ଭାରତ ଟ୍ୟାକ୍ସି’ର ଶୁଭାରମ୍ଭ କଲେ ଅମିତ ଶାହ

February 6, 2026
Latest News

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.