Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ହାଥରସ୍ ଘଟଣାରେ ଗିରଫ ଚାରି ଅଭିଯୁକ୍ତ ଏସପିଙ୍କୁ ଦେଲେ ଚିଠି, କଣ ଲେଖିଛନ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଅପରାଧ

ହାଥରସ୍ ଘଟଣାରେ ଗିରଫ ଚାରି ଅଭିଯୁକ୍ତ ଏସପିଙ୍କୁ ଦେଲେ ଚିଠି, କଣ ଲେଖିଛନ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

October 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Hathras accused send letter claiming innocence.

ହାଥରସ, ସାରା ଦେଶରେ ଚାଞ୍ଚଲ୍ୟ ଖେଲାଇଥିବା ହାଥରସ ଦୁଷ୍କର୍ମ ଘଟଣାରେ ଦିନକୁ ଦିନ ନୂଆନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି। ତେବେ ଏହି ଘଟଣାରେ ଗିରଫ ହୋଇଥିବା ଚାରି ଅଭିଯୁକ୍ତ ସ୍ଥାନୀୟ ଏସପି ଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେମାନେ ଉଲ୍ଲେଖ କରିଛନ୍ତି ଯେ, ଏହି ହତ୍ୟା ଘଟଣାରେ ସେମାନଙ୍କର ସଂପୃକ୍ତି ନାହିଁ।

ହାତରେ ଲେଖାଥିବା ଏବଂ ଟିପ ଚିହ୍ନ ଥିବା ଏହି ଏକ ପୃଷ୍ଠା ବିଶିଷ୍ଠ ଚିଠିର ସେମାନେ ସେଦିନର ଘଟଣା ସଂପର୍କରେ ବର୍ଣ୍ଣନା କରିଛନ୍ତି। ସେମାନେ କହିଛନ୍ତି ଯେ, ମୃତ ପିଡିତା ସହିତ ସେମାନଙ୍କ ବହୁ ଭଲ ସଂପର୍କ। ଆମେ ମଝିରେ ମଝିରେ ତାଙ୍କୁ ଫୋନ କରି ଡାକୁ। ହେଲେ ଏହାକୁ ନେଇ ତାଙ୍କ ପରିବାର ଲୋକ ଖୁସି ନ ଥିଲେ। ଆମ ସହିତ ମିଳାମିଶା ନ କରିବା ପାଇଁ ତାଗିଦ କରୁଥିଲେ।

ଯେଉଁଦିନ ଏହି ଘଟଣା ଘଟିଥିଲା ସେଦିନ ମଧ୍ୟ ତାକୁ ଡାକାଯାଇଥିଲା। ହେଲେ ସେଠାରେ ତାହାର ଭାଇ ଓ ବୋଉ ଆସିଯିବାରୁ ଆମେ ଘଟଣା ସ୍ଥଳ ଛାଡି ପଳାଇ ଆସିଲୁ। ହେଲେ ପରେ ଜାଣିଲୁ ଯେ ତାକୁ ତା ଭାଇ ଓ ବୋଉ ମିଶି ପ୍ରବଳ ପିଟିଛନ୍ତି। ପରବର୍ତ୍ତି ସମୟରେ ଆମକୁ ତାଙ୍କ ପରିବାର ଜାଣିଶୁଣି ଫସେଇଛନ୍ତି ବୋଲି ସେମାନେ କହିଛନ୍ତି।

ଏହି ଚାରି ଅଭିଯୁକ୍ତ ସନ୍ଦୀପ, ରାମୁ, ରବି ଏବଂ ଲବକୁଶ ଟିପ ଚିହ୍ନ ଦେଇ ଏହି ଚିଠି ଲେଖିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026
Latest News

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.