Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କେନ୍ଦ୍ରମନ୍ତ୍ରୀ ରାମବିଳାଶ ପାଶୱାନଙ୍କର ପରଲୋକ, ବିଭିନ୍ନ ମହଲରେ ଶୋକ ପ୍ରକାଶ
ଜାତୀୟ ଖବର

କେନ୍ଦ୍ରମନ୍ତ୍ରୀ ରାମବିଳାଶ ପାଶୱାନଙ୍କର ପରଲୋକ, ବିଭିନ୍ନ ମହଲରେ ଶୋକ ପ୍ରକାଶ

October 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Union Consumer Affairs Minister Ram Vilas Paswan. (File Photo)

ନୂଆଦିଲ୍ଲୀ: ଆଜି କେନ୍ଦ୍ର ଖାଦ୍ୟ ଓ ଖାଉଟି କଲ୍ୟାଣ ତଥା ସାଧାରଣ ବଣ୍ଟନ ମନ୍ତ୍ରୀ ରାମବିଳାଶ ପାଶୱାନଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ସେ ଅସୁସ୍ଥତା ଯୋଗୁଁ ନୂଆଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଆଜି ରାତି ୮ଟା ୨୦ ମିନିଟରେ ତାଙ୍କର ମୃତ୍ୟୁ ହୋଇଛି ବୋଲି ପୁତ୍ର ଚିରାଗ ପାଶୱାନ ଟୁଇଟ କରି ସୂଚନା ଦେଇଛନ୍ତି। ଟୁଇଟରେ ସେ କହିଛନ୍ତି ଯେ, ବାପା ତୁମେ ବର୍ତ୍ତମାନ ଆଉ ଏହି ଦୁନିଆରେ ନାହଁ। ହେଲେ ଆପଣ ଯେଉଁଠି ଥାଆନ୍ତୁ ମୋ ସହିତ ରହନ୍ତୁ।

ରାମ ବିଳାସ ପାଶାୱାନ ୮ ଥର ଲୋକସଭା ଏବଂ ଥରେ ରାଜ୍ୟସଭାକୁ ନିର୍ବାଚିତ ହୋଇ ଆସିଥିଲେ। ସେ ପୂର୍ବରୁ ଅଟଳ ବିହାରୀ ବାଜପେୟୀ ଏବଂ ବର୍ତ୍ତମାନ ନରେନ୍ଦ୍ର ମୋଦୀଙ୍କ ସରକାରରେ ମନ୍ତ୍ରୀ ହୋଇ ନିଜର ଦକ୍ଷତା ପ୍ରତିପାଦନ କରାଇଛନ୍ତି। ଗତକାଲି ତାଙ୍କ ପୁତ୍ର ତଥା ଲୋକ ଜନଶକ୍ତି ପାର୍ଟିର ଅଧ୍ୟକ୍ଷ ବିହାରରେ ଏକାକି ନିର୍ବାଚନ ଲଢିବେ ବୋଲି ନିଷ୍ପତ୍ତି କରିଛନ୍ତି।

ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା ପ୍ରମୂଖ ଶୋକ ପ୍ରକାଶ କରିଛନ୍ତି।

 

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026

‘୧୦ ବର୍ଷ ପଛକୁ ଚାଲିଯିବ ତାମିଲନାଡୁ’: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଆନ୍ନାମଲାଇଙ୍କ ଚେତାବନୀ

August 24, 2026

ପଡ଼ିଆରେ ଲଢ଼େଇ ପାଇଁ ଯଶସ୍ୱୀ ଜୟସ୍ୱାଲଙ୍କୁ ଦଣ୍ଡ: ଫର୍ଣ୍ଣାଣ୍ଡୋଙ୍କୁ ମଧ୍ୟ ଜରିମାନା କଲା ଆଇସିସି 

August 24, 2026

ନୋଟିସ ପରେ ତୁରନ୍ତ କରନ୍ତୁ PNG ସଂଯୋଗ ପାଇଁ ଆବେଦନ: ନଚେତ ବନ୍ଦ ହେବ LPG ଯୋଗାଣ

August 24, 2026
Latest News

ଏମ୍ସ ଭୁବନେଶ୍ବର ବର୍ଣ୍ଣସ୍ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ଏକ ଦଶନ୍ଧିର ସଫଳ ଯାତ୍ରା

August 24, 2026

ଆଇନ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା “ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ”

August 24, 2026

ପୁରୀ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାରେ ପରିବର୍ତ୍ତନ

August 24, 2026

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.