Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସ୍ଵଦେଶୀ ଜ୍ଞାନ କୌଶଳରେ ନିର୍ମିତ ଆଣ୍ଟି ରେଡିଅସନ କ୍ଷେପଣାସ୍ତ୍ର ‘ରୁଦ୍ରମ’ର ସଫଳ ପରୀକ୍ଷଣ,ଜାଣନ୍ତୁ ଏହା କଣ କରିପାରେ
ଅନ୍ତରାଷ୍ଟ୍ରୀୟ

ସ୍ଵଦେଶୀ ଜ୍ଞାନ କୌଶଳରେ ନିର୍ମିତ ଆଣ୍ଟି ରେଡିଅସନ କ୍ଷେପଣାସ୍ତ୍ର ‘ରୁଦ୍ରମ’ର ସଫଳ ପରୀକ୍ଷଣ,ଜାଣନ୍ତୁ ଏହା କଣ କରିପାରେ

October 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ସ୍ଵଦେଶୀ ଜ୍ଞାନ କୌଶଳରେ ନିର୍ମିତ ଆଣ୍ଟି ରେଡିଅସନ କ୍ଷେପଣାସ୍ତ୍ର 'ରୁଦ୍ରମ'ର ସଫଳ ପରୀକ୍ଷଣ,ଜାଣନ୍ତୁ ଏହା କଣ କରିପାରେ

ନୂଆଦିଲ୍ଲୀ, ଅତ୍ୟାଧୁନିକ ଆଣ୍ଟି ରେଡିଅସନ କ୍ଷେପଣାସ୍ତ୍ର ରୁଦ୍ରମ ଓଡିଶା ଉପକୂଳର ହ୍ବିଲର ଦୀପପୁଞ୍ଜରେ ଥିବା ରେଡିଅସନ ଲକ୍ଷ୍ୟକୁ ସଫଳତାର ସହ ଭେଦ କରିଛି। ଏସୟୁ-୩୦ ଏମକେଆଇ ଲଢୁଆ ବିମାନରୁ ଏହି କ୍ଷେପଣାସ୍ତ୍ରକୁ ଉତକ୍ଷେପଣ କରାଯାଇଥିଲା। ଭାରତୀୟ ବାୟୁସେନାର ରୁଦ୍ରମ ହେଉଛି ପ୍ରଥମ ସ୍ଵଦେଶୀ ଜ୍ଞାନକୌଶଳରେ ନିର୍ମିତ ରେଡିଅସନ କ୍ଷେପଣାସ୍ତ୍ର ଯାହାକି ପ୍ରତିରକ୍ଷା ଗବେଷଣା ଏବଂ ଉନ୍ନୟନ ସଂଗଠନ (ଡିଆରଡିଓ) ପକ୍ଷରୁ ବିକଶିତ ହୋଇଛି।

ଏସୟୁ-୩୦ ଏମକେଆଇ ଲଢୁଆ ଯୁଦ୍ଧ ବିମାନକୁ ଉତକ୍ଷେପଣସ୍ଥଳୀ ଭାବେ ବ୍ୟବହାର କରି ଏହାର ପରୀକ୍ଷଣ କରାଯାଇଛି। ଏହା ଆକ୍ରମଣ ପାଇଁ ଆଇଏନଏସ ଜିପିଏସ ଦିଗ ନିର୍ଣ୍ଣାୟକର ବ୍ୟବହାର କରିଥାଏ। ରୁଦ୍ରମ ରେଡିଅସନ ଲକ୍ଷ୍ୟକୁ ସଂପୂର୍ଣ୍ଣ ଦକ୍ଷତାର ସହିତ ନିର୍ଭୁଲ ଭାବେ ଭେଦ କରିଛି।

ଏଥିରେ ଥିବା ପାସିଭ ହୋମିଙ୍ଗ ହେଡ ଫ୍ରିକ୍ୟେନ୍ସି ପ୍ରୋଗ୍ରାମ ଅନୁସାରେ ଲକ୍ଷ୍ୟସ୍ଥଳ ଚିହ୍ନଟ କରି ଭେଦ କରିପାରିବ। ଶତ୍ରୁ ପକ୍ଷର ବାୟୁ ପ୍ରତିରକ୍ଷା ପଦ୍ଧତିକୁ ବହୁ ଦୂରରୁ ପ୍ରତିହତ କରିବା ପାଇଁ ଏହା ଭାରତୀୟ ବାୟୁସେନାର ଏକ ଅମୋଘ କ୍ଷେପଣାସ୍ତ୍ର। ଏଥିସହିତ ଦେଶ ସ୍ଵଦେଶୀ ଜ୍ଞାନକୌଶଳରେ ଆଣ୍ଟି ରେଡିଅସନ କ୍ଷେପଣାସ୍ତ୍ର ନିର୍ମାଣ କରିବାର ସାମର୍ଥ୍ୟ ହାସଲ କରିଛି। ଏହା ଶତ୍ରୁ ପକ୍ଷର ରାଡାର ପଦ୍ଧତିକୁ ଚଖମା ଦେଇ ଲକ୍ଷ୍ୟଭେଦ କରିପାରିବ।

Drdo
Share. Facebook Twitter LinkedIn Email WhatsApp Copy Link

Related Posts

ସଂସଦର ମୌସୁମୀ ଅଧିବେଶନ: ଉଭୟ ସଦନରେ ୧୨ ବିଲ୍‌ ଗୃହୀତ

August 13, 2026

ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବିଭିନ୍ନ ଟ୍ରେନରେ ଅସ୍ଥାୟୀ ଭାବେ କୋଚ୍ ସଂଖ୍ୟା ବୃଦ୍ଧି

August 13, 2026

“ପ୍ରଧାନମନ୍ତ୍ରୀ ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରୁନାହାଁନ୍ତି?”: ରାହୁଲ ଗାନ୍ଧୀଙ୍କ ବଡ଼ ଆକ୍ରମଣ

August 13, 2026

ମହଙ୍ଗା ପଡ଼ିଲା ନେତାଜୀଙ୍କ ଉପରେ ମନ୍ତବ୍ୟ: ବିଜେପି ସାଂସଦଙ୍କ ଉପରେ ହେଲା କାର୍ଯ୍ୟାନୁଷ୍ଠାନ

August 13, 2026
Latest News

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026

ସଂସଦର ମୌସୁମୀ ଅଧିବେଶନ: ଉଭୟ ସଦନରେ ୧୨ ବିଲ୍‌ ଗୃହୀତ

August 13, 2026

୧୦୦ ଶଯ୍ୟା ବିଶିଷ୍ଟ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

August 13, 2026

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ସାକ୍ଷାତ କଲେ ବିଶିଷ୍ଟ ଶିଳ୍ପପତି କରଣ ଆଦାନୀ

August 13, 2026

‘ହର ଘର ତ୍ରିରଙ୍ଗା’: ଟାଙ୍ଗୀରେ ବିରାଟ ଶୋଭାଯାତ୍ରା

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.