Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବହୁଦିନ ପରେ ଘରୁ ବାହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପୁରୀ ଗସ୍ତ କରି ଶ୍ରୀମନ୍ଦିର କାମ କଲେ ତଦାରଖ
ବିଶେଷ ଖବର

ବହୁଦିନ ପରେ ଘରୁ ବାହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପୁରୀ ଗସ୍ତ କରି ଶ୍ରୀମନ୍ଦିର କାମ କଲେ ତଦାରଖ

October 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବହୁଦିନ ପରେ ଘରୁ ବାହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପୁରୀ ଗସ୍ତ କରି ଶ୍ରୀମନ୍ଦିର କାମ କଲେ ତଦାରଖ

ଭୁବନେଶ୍ବର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୀର୍ଘଦିନ ବ୍ୟବଧାନ ପରେ ଘରୁ ବାହାରି ପୁରୀ ଗସ୍ତ କରିଛନ୍ତି। କରୋନା ପାଇଁ ସେ ନବୀନ ନିବାସରୁ ସମସ୍ତ ବୈଠକ ଏପରିକି ବିଧାନସଭା କାର୍ଯ୍ୟ ମଧ୍ୟ କରୁଥିଲେ। ଓଡିଶାରେ କରୋନା ପ୍ରବେଶ ପରଠାରୁ ନବୀନ ଘରେ ହିଁ ସମସ୍ତ କାର୍ଯ୍ୟ କରୁଛନ୍ତି। ଶେଷ ଥର ପାଇଁ ସେ ଅଗଷ୍ଟ 15 ତାରିଖରେ ପତାକା ଉତ୍ତୋଳନ ପାଇଁ ବାହାରକୁ ବାହାରିଥିଲେ। କରୋନା ଭୟରେ ସେତେବେଳେ ତାଙ୍କ ଗାଡି ଖୋଦ 5ଟି ସଚିବ ଭି କେ ପାଣ୍ଡିୟାନ ଚଳାଇ ଆଣିଥିଲେ। ଏହାପରେ ପୁରୀ ହେଉଛି ତାଙ୍କର ଦ୍ବିତୀୟ ଗସ୍ତ।

ଆଜି ଅପରାହ୍ନ ପ୍ରାୟ 5ଟା ବେଳେ ମୁଖ୍ୟମନ୍ତ୍ରୀ ପୁରୀ ପହଁଛିଥିଲେ। ସେ ସିଂହଦ୍ବାର ନିକଟରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ କରିଥିଲେ। ଚାଲିଚାଲି ସେ ବିଭିନ୍ନ ଉନ୍ନୟନ କାମ ତଦାରଖ କରିଥିଲେ। ଏପରିକି ତଦାରଖ ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ମଧ୍ୟ ଦେଇଥିଲେ। ସେ କହିଥିଲେ ଯେ, ମୁଁ ପୁରୀର ଉନ୍ନୟନ କାମ ତଦାରଖ କରିବା ପାଇଁ ଆସିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ କହିଥିଲେ ଯେ, ଆଗାମୀ ତିନିମାସ ମଧ୍ୟରେ ପୁରୀର ଉନ୍ନତି ପାଇଁ ଆହୁରି ପାଞ୍ଚୋଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଜେଲରୋଡର ବିକାଶ କରାଯିବ। ସେହିପରି ଶ୍ରୀସେତୁ କାର୍ଯ୍ୟ ମଧ୍ୟ କରାଯିବ ବୋଲି ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ 5ଟି ସଚିବ ଭି.କେ ପାଣ୍ଡିୟାନ ମଧ୍ୟ ଯାଇଥିଲେ।

Naveen at Puri
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026
Latest News

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

March 26, 2026

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.