Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିହାର ନିର୍ବାଚନରେ ଏକକ ଦଳ ହିସାବରେ ଆରଜେଡି ପ୍ରଥମ, 2ୟରେ ବିଜେପି, 3ୟରେ ନୀତିଶଙ୍କ ଜେଡିୟୁ
ଜାତୀୟ ଖବର

ବିହାର ନିର୍ବାଚନରେ ଏକକ ଦଳ ହିସାବରେ ଆରଜେଡି ପ୍ରଥମ, 2ୟରେ ବିଜେପି, 3ୟରେ ନୀତିଶଙ୍କ ଜେଡିୟୁ

November 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିହାର ନିର୍ବାଚନରେ ଏକକ ଦଳ ହିସାବରେ ଆରଜେଡି ପ୍ରଥମ, 2ୟରେ ବିଜେପି, 3ୟରେ ନୀତିଶଙ୍କ ଜେଡିୟୁ

ନୂଆଦିଲ୍ଲୀ, ଯଦି ଏକଜିଟ ପୁଲ୍ ରେଜଲଟକୁ ସମୀକ୍ଷା କରାଯାଏ ତେବେ ବିହାରରେ ନୀତିଶଙ୍କ ଦଳ ଜେଡୟୁକୁ ବଡ ଧକ୍କା ମିଳିବ ବୋଲି କୁହାଯାଇପାରେ। କାରଣ ଏହି ଆକଳନ ଅନୁସାରେ ବିହାରରେ ଏକକ ଦଳ ହିସାବରେ ଆରଜେଡି ଆଗରେ ରହିଛି। ଏହାପରେ ବିଜେପି ଦ୍ବୀତିୟ ଦଳ ଭାବେ ଉଭା ହୋଇଛି। ଏହି ନିର୍ବାଚନରେ ନୀତିଶଙ୍କ ଜେଡୟୁ ତୃତୀୟ ସ୍ଥାନରେ ରହିଛି। ସେହିପରି କଂଗ୍ରେସ ଏକକ ଦଳ ହିସାବରେ ଚତୁର୍ଥ ସ୍ଥାନରେ ରହିଛି।

ଯଦି ଟାଇମସ ନାୱୋ ସି ଭୋଟରର ସର୍ଭେ ଅନୁସାରେ ମେଣ୍ଟ ବାଦ, ଏକକ ଭାବେ କେଉଁ ଦଳ କେତେ ଆସନ ହାସଲ କରିବ ତାହା ହେଲା..

ଆରଜେଡି- 81 ରୁ 89

ବିଜେପି- 66 ରୁ 74

ଜେଡିୟୁ-38 ରୁ 46

କଂଗ୍ରେସ- 21 ରୁ 29

ବାମ ଦଳ- 6 ରୁ 13 ଟି ଆସନ ହାସଲ କରିବ ବୋଲି କୁହାଯାଉଛି।

ସେହିପରି ମୁଖ୍ୟମନ୍ତ୍ରୀ ଭାବେ ବିହାରବାସୀ ନୀତିଶଙ୍କ ଅପେକ୍ଷା ତେଜସ୍ବୀଙ୍କୁ ଅଧିକ ପସନ୍ଦ କରିଛନ୍ତି। ଇଣ୍ଡିଆ ଟୁଡେ ମାଇଁ ଆକ୍ସିସ ସର୍ଭେ ଅନୁସାରେ

ତେଜଶ୍ବୀ ଯାଦବ- 44 %

ନୀତିଶ କୁମାର- 35 %

ଚିରାଗ ପାଶୱାନ- 7 %

ବିହାରର ଭୋଟ ପ୍ରତିଶତ ଯଦି ହିସାବକୁ ନିଆଯାଏ ତେବେ ମହାମେଣ୍ଟ ମଧ୍ୟ ସବୁଠାରୁ ଆଗରେ ରହିଛି। ଇଣ୍ଡିଆ ଟୁଡେ ଚାଣକ୍ୟ ସର୍ଭେ ଅନୁସାରେ

ମହାମେଣ୍ଟ- 44 %  ( ଗତ ନିର୍ବାଚନରେ 29 ପ୍ରତିଶତ ମିଳିଥିଲା)

ଏନଡିଏ-34 % ( ଗତ ନିର୍ବାଚନରେ 44 ପ୍ରତିଶତ ମିଳିଥିଲା)

ଅନ୍ୟାନ୍ୟ- 22 %  ( ଗତ ନିର୍ବାଚନରେ 27 ପ୍ରତିଶତ ଭୋଟ ମିଳିଥିଲା)

Bihar Election 2020 ବିହାର ନିର୍ବାଚନ ବିହାର ନିର୍ବାଚନ 2020
Share. Facebook Twitter LinkedIn Email WhatsApp Copy Link

Related Posts

ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୬: କେରଳର କାଜିଆ ଲିଜ୍ ମେଜୋଙ୍କ ମୁଣ୍ଡରେ ବିଜୟ ମୁକୁଟ

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026

ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 24, 2026
Latest News

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026

ଚମ୍ପୁଆରେ ଭୟାବହ ଭୂସ୍ଖଳନ: NH-520ର ବାରବାଙ୍କ ଘାଟିରେ ରାସ୍ତା ଅବରୋଧ

August 24, 2026

ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୬: କେରଳର କାଜିଆ ଲିଜ୍ ମେଜୋଙ୍କ ମୁଣ୍ଡରେ ବିଜୟ ମୁକୁଟ

August 24, 2026

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.