Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବଙ୍ଗୋପ ସାଗରରେ ଆସିଲା ପୁଣି ଏକ ବାତ୍ୟା, ବାୟୁସେନା ନୌସେନାଙ୍କୁ ସଜାଗ ପାଇଁ ନିର୍ଦ୍ଦେଶ
ଜାତୀୟ ଖବର

ବଙ୍ଗୋପ ସାଗରରେ ଆସିଲା ପୁଣି ଏକ ବାତ୍ୟା, ବାୟୁସେନା ନୌସେନାଙ୍କୁ ସଜାଗ ପାଇଁ ନିର୍ଦ୍ଦେଶ

December 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ନିଭାର ପରେ ଏବେ ବଙ୍ଗୋପ ସାଗରର ପୁଣି ଏକ ବାତ୍ୟା ଆସୁଛି। ଏହା ଦକ୍ଷିଣପଶ୍ଚିମ ଅଞ୍ଚଳ‌ରେ ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ତେବେ ଏହି ବାତ୍ୟାର ନାମ ‘ବୁରେଭି’ ରଖାଯାଇଛି। ଏହା ଆଜି ରାତି ସୁଦ୍ଧା ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ସେଥିପାଇଁ ତାମିଲନାଡ଼ୁ ଏବଂ କେରଳରେ ହାଇ ଆଲର୍ଟ ଜାରି କରାଯାଇଛି ।

କେରଳର ୪ ଟି ସହର ଥିରୁଅନନ୍ତପୁରମ୍‌, କୋଲ୍ଲାମ୍‌, ପଥନମଥିତ୍ତ ଏବଂ ଆଲାପ୍ପୁଝାରେ ଏହି ରେଡ୍‌ ଆଲର୍ଟ‌୍ ଜାରି କରାଯାଇଛି। ଏଥିସହିତ କେରଳ ସରକାର ବାୟୁସେନା ଏବଂ ନୌସେନା ଉଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ୮ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚି ସାରିଛନ୍ତି।

‘ନିଭାର’ ଠାରୁ ‘ବୁରେଭି’ର ପ୍ରଭାବ ଅଧିକ ରହିବ ବୋଲି ଜଣାପଡିଛି। ଏହାର ପ୍ରଭାବରେ ଉତ୍ତର ତାମିଲନାଡ଼ୁ, ପୁଡ଼ୁଚେରୀ, ଏବଂ ଉତ୍ତର କେରଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ ଏହି ବାତ୍ୟାର ପ୍ରଭାବ ଓଡିଶା ଉପରେ ପଡିବ ନାହିଁ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

Cyclone Alret ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026

ଡିଜିଟାଲ୍ ଯୁଗରେ ନୂଆ ରୂପରେ ରାଜସ୍ୱ ପର୍ଷଦ, ୱେବସାଇଟ୍ ଓ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ

September 11, 2026

ପଞ୍ଚାୟତ-ପୌର ନିର୍ବାଚନ ଭୋଟର ତାଲିକା ପ୍ରସ୍ତୁତି, ଅକ୍ଟୋବର ୨୬ରୁ ସର୍ଭେ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.