Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ସ୍ବାସ୍ଥ୍ୟ»ଯୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ
ସ୍ବାସ୍ଥ୍ୟ

ଯୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

June 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ମହାନଗର ହରିହର ନଗର ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଯୋଗାସନ ଶିକ୍ଷା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି। ପ୍ରତିଷ୍ଠାନ ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି ଚିର ସୁସ୍ଥ ରହିବା ପାଇଁ ଯୋଗାସନ ଓ ପ୍ରାଣାୟାମ ଅଭ୍ୟାସ କରିବା ଉଚିତ। ଯୋଗ ଦ୍ଵାରା ମୁକ୍ତି, ରକ୍ତଚାପ, ଶାନ୍ତ ଜୀବନ, ଆସନ ଦ୍ଵାର ଶରିରର ପ୍ରତ୍ୟେକ ଅଂଶରେ ଅମ୍ଳଜାନ ପ୍ରବେଶ କରି ରକ୍ତ ଶୁଦ୍ଧ କରେ, କ୍ଷୁଧା ବଢ଼ାଏ, ରୋଗ ପ୍ରତିରୋଧକ ଶକ୍ତି ବଢାଏ। ପ୍ରାଣାୟାମ ଦ୍ଵାରା ହୃଦୟ, ଫୁସଫୁସ ସୁସ୍ଥ ରହେ। ଏଣୁ ଅବାଳ ବୃଦ୍ଧ ଓ ମହିଳା ସମସ୍ତେ ଅଷ୍ଟାଙ୍ଗ ଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ରାଓ। ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଡଃ ସାହୁ ଅନୁରୋଧ କରିଛନ୍ତି।

ଭରଦ୍ବାଜ ପ୍ରତିଷ୍ଠାନ ମାଗଣା ସ୍ଵାସ୍ଥ୍ୟ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରାମପଞ୍ଚାୟତର ଉନ୍ନତିକରଣ ପାଇଁ ଯୁବକଙ୍କ ଆଲେଚନା ଚକ୍ର

October 22, 2026

କିଡନୀ ଷ୍ଟୋନ୍ ସମସ୍ୟାରୁ ମୁକ୍ତି ପାଇଁ କିଛି ସହଜ ଘରୋଇ ଉପଚାର

October 21, 2026

ଭାରତରେ ଭିଟାମିନ୍ D ସଙ୍କଟ: ଜାଣନ୍ତୁ ଏହାର ୫ଟି ବଡ଼ କାରଣ

October 21, 2026

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ୧୯୯୯ ବ୍ୟାଚ୍‌ର ବନ୍ଧୁମିଳନ ଉତ୍ସବ ସମ୍ପନ୍ନ

October 20, 2026
Latest News

ତିବ୍ଦତରେ ୭.୦ ତୀବ୍ରତାର ଭୂମିକମ୍ପ! ୩ ଘଣ୍ଟାରେ ୧୨ ଥର ଝଟକା

October 22, 2026

କ୍ୟାପିଟାଲ ହସ୍ପିଟାଲରେ ରକ୍ତ ପରୀକ୍ଷା ପାଇଁ ଆଉ ହନ୍ତସନ୍ତ ହେବେନି ରୋଗୀ, ଖୋଲୁଛି ନୂଆ ୟୁନିଟ୍

October 22, 2026

ଯମୁନା ଶୁଦ୍ଧିକରଣ ପାଇଁ ₹୮,୯୪୧ କୋଟିର ପ୍ରକଳ୍ପ, ୨୦୨୯ ସୁଦ୍ଧା ସ୍ୱଚ୍ଛ ହେବ ନଦୀ: ଅମିତ ଶାହ

October 22, 2026

ବିଶ୍ୱ ସ୍ତରରେ ଶକ୍ତିଶାଳୀ ପ୍ରତିଷ୍ଠାନ ଏବଂ ଗ୍ଲୋବାଲ୍ ସାଉଥ୍‌ର ଅଧିକାର ଉପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱ

October 22, 2026

ଆସନ୍ତାକାଲିଠାରୁ ଭୁବନେଶ୍ୱରରେ ଆରମ୍ଭ ହେବ ଉନବିଂଶତମ ‘ଅର୍ବାନ୍ ମୋବିଲିଟି ଇଣ୍ଡିଆ’ ସମ୍ମିଳନୀ ଓ ପ୍ରଦର୍ଶନୀ

October 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.