Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବୃଦ୍ଧାଶ୍ରମରେ ଲାଗିଲା ନିଆଁ :  ଏଗାର ବୟୋଜ୍ୟେଷ୍ଠ ଜୀବନ୍ତ ଦଗ୍ଧ
ଅନ୍ତରାଷ୍ଟ୍ରୀୟ

ବୃଦ୍ଧାଶ୍ରମରେ ଲାଗିଲା ନିଆଁ :  ଏଗାର ବୟୋଜ୍ୟେଷ୍ଠ ଜୀବନ୍ତ ଦଗ୍ଧ

December 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରୁସ୍‌ :  ରୁସ୍‌ର ଭାସ୍କୋର୍ଟସ୍ଥାନ୍‌ର ‌ଏକ ବୃଦ୍ଧାଶ୍ରମରେ 11 ଜଣ ବୟୋଜ୍ୟେଷ୍ଠଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁବରଣ କରିଥିବା ସମସ୍ତ ବୃଦ୍ଧମାନେ ଚାଲିବୁଲି ପାରୁନଥିବାରୁ ନିଆଁରେ ପୋଡି ହୋଇଯାଇଛନ୍ତି । ସେହିପରି ଏହି ବୃଦ୍ଧାଶ୍ରମର ଘର ବାହାରକୁ ବାହାରିବା ପାଇଁ କୌଣସି ବଡ କବାଟ ନଥିବାରୁ ସେମାନଙ୍କୁ ଝରକା ବାଟେ ବାହାର କରିବାକୁ ଚେଷ୍ଟା କରାଯାଇଥିଲା । ତେବେ ବ୍ୟୟୋଜ୍ୟେଷ୍ଠଙ୍କୁ ଝରକା ବାଟେ ବାହାର କରିବା ବହୁତ କଷ୍ଟକର ଥିଲା । ତେବେ ସେହି ଘରେ କେତେଜଣ ରହିଥିଲେ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।

ତେବେ ଏନେଇ ଗଭର୍ଣ୍ଣର ଏହି ଘଟଣାସ୍ଥଳରେ ଉପସ୍ଥତି ରହି ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ମୃତ ବୃଦ୍ଧମାନଙ୍କର ପରିବାର ଲୋକଙ୍କ ସହ ଯୋଗାଯୋଗ କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.