Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନା ଲଢେଇ ପାଇଁ ଭାରତକୁ ପ୍ରଶଂସା କଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ
ଅନ୍ତରାଷ୍ଟ୍ରୀୟ

କରୋନା ଲଢେଇ ପାଇଁ ଭାରତକୁ ପ୍ରଶଂସା କଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

January 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡବ୍ଲ୍ୟୁଏଚଓ
ଇବୋଲା ପ୍ରକୋପକୁ ଅନ୍ତର୍ଜାତୀୟ ସାର୍ବଜନୀନ ସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କଲା ଡବ୍ଲ୍ୟୁଏଚଓ

ନୂଆଦିଲ୍ଲୀ: ନୂଆ ବର୍ଷ ଆସୁ ଆସୁ ଭାରତ ପାଇଁ ଖୁସି ଖବର ମିଳିଛି। ନୂଆ ବର୍ଷର ପ୍ରଥମ ଦୁଇ ଦିନରେ ଭାରତ କ୍ରମାଗତ ଦୁଇଟି କରୋନା ଟିକାକୁ ମାନବ ଶରୀରରେ ଜରୁରୀ ବ୍ୟବହାର ପାଇଁ ଅନୁମତି ମିଳିଛି। ପ୍ରଥମ ଦିନରେ କୋଭିସିଲ୍ଡ ଟିକାକୁ ମଞ୍ଜୁରୀ ମିଳିଥିବା ବେଳେ ଦ୍ଵିତୀୟ ଦିନରେ କୋଭାକ୍ସିନକୁ ମଧ୍ୟ ଅନୁମତି ମିଳିଛି। ଏନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆଜି କୋଭିଡ-୧୯ ଟିକାର ଜରୁରୀକାଳୀନ ବ୍ୟବହାରକୁ ଅନୁମତି ଦେଇଥିବା ଭାରତର ନିଷ୍ପତ୍ତିକୁ ପ୍ରଶଂସା କରିଛି।

ଉଲ୍ଲେଖ ଯୋଗ୍ୟ ଯେ, ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ ଭି.ଜି ସୋମାନି ଦୁଇଟି କରୋନାଭାଇରସ୍ ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଆନୁଷ୍ଠାନିକ ଭାବେ ଘୋଷଣା କରିଥିଲେ। କୋଭିସିଲ୍ଡ ଟିକା ଆଷ୍ଟ୍ରାଜେନେକା ଏବଂ ଅକ୍ସଫୋର୍ଡ ୟୁନିଭରସିଟି ଦ୍ଵାରା ପୁନେର ସେରମ ଇନଷ୍ଟିଚ୍ୟୁଟରେ ପ୍ରସ୍ତୁତ ହୋଇଛି। ସେହିପରି ସ୍ଵଦେଶୀ ଜ୍ଞାନ କୌଶଳରେ ପ୍ରସ୍ତୁତ କୋଭାକ୍ସିନ ଟିକା ଭାରତ ବାୟୋଟେକ୍ ଦ୍ୱାରା ବିକଶିତ ହୋଇଛି।

କରୋନା ଲଢେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଭାରତକୁ ପ୍ରଶଂସା
Share. Facebook Twitter LinkedIn Email WhatsApp Copy Link

Related Posts

ଶିଆଳୀ ବେଳାଭୂମିରୁ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ନେଲେ ଦୁର୍ବୃତ୍ତ

September 10, 2026

ବୋମା ଧମକ ପରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ

September 10, 2026

୭.୪୧ ଲକ୍ଷ ଟଙ୍କାର ସରକାରୀ ଅର୍ଥ ହଡ଼ପ ଅଭିଯୋଗ: ଆଠଗଡ଼ର ପୂର୍ବତନ ଫରେଷ୍ଟର ଗିରଫ

September 10, 2026

ବଦଳିଲା ଭାରତ-ଆଫଗାନିସ୍ତାନ ପ୍ରଥମ ଟି-୨୦ ତାରିଖ?: ଆୟୋଜକଙ୍କୁ ଚିଠି କଲା ଦିଲ୍ଲୀ ପୋଲିସ

September 10, 2026
Latest News

ଶିଆଳୀ ବେଳାଭୂମିରୁ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ନେଲେ ଦୁର୍ବୃତ୍ତ

September 10, 2026

ବୋମା ଧମକ ପରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ

September 10, 2026

୭.୪୧ ଲକ୍ଷ ଟଙ୍କାର ସରକାରୀ ଅର୍ଥ ହଡ଼ପ ଅଭିଯୋଗ: ଆଠଗଡ଼ର ପୂର୍ବତନ ଫରେଷ୍ଟର ଗିରଫ

September 10, 2026

ବଦଳିଲା ଭାରତ-ଆଫଗାନିସ୍ତାନ ପ୍ରଥମ ଟି-୨୦ ତାରିଖ?: ଆୟୋଜକଙ୍କୁ ଚିଠି କଲା ଦିଲ୍ଲୀ ପୋଲିସ

September 10, 2026

ପ୍ୟାରିସଠାରେ ଅନ୍ତର୍ଜାତୀୟ ମହାକାଶ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.