Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଇଣ୍ଡୋନେସିଆ ବିମାନ ଦୁର୍ଘଟଣା: ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ଅନ୍ତରାଷ୍ଟ୍ରୀୟ

ଇଣ୍ଡୋନେସିଆ ବିମାନ ଦୁର୍ଘଟଣା: ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

January 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଇଣ୍ଡୋନେସିଆ ବିମାନ ଦୁର୍ଘଟଣା ଜନିତ ମୃତାହତ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଇଣ୍ଡୋନେସିଆର ଏହି ଦୁର୍ଭାଗ୍ୟପୂର୍ଣ୍ଣ ବିମାନ ଦୁର୍ଘଟଣାରେ ଜୀବନ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜ୍ଞାପନ କରୁଛି। ଏଭଳି ଦୁଃଖଦ ମୁହୂର୍ତ୍ତରେ ଇଣ୍ଡୋନେସିଆ ସହିତ ଭାରତ ଛିଡା ହୋଇଛି”।

ସୂଚନା ଯୋଗ୍ୟ ଯେ, ଗତକାଲି ଇଣ୍ଡୋନେସିଆରୁ ବିମାନଟି ୬:୨୬ ମିନିଟ ରେ ଯାତ୍ରା ଆରମ୍ଭ କରିଥିଲା। ବିମାନଟି ମାତ୍ର ୪ ମିନିଟ ଯାତ୍ରା କରି ୧୦ ହଜାର ଫୁଟ ଉପରକୁ ଗଲା ପରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ଏହି ବିମାନରେ ୬ କ୍ରୁ ସଦସ୍ୟ ସମେତ ୫୬ ଜଣ ଯାତ୍ରୀ ଥିଲେ।

ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ବିମାନ ଦୁର୍ଘଟଣା ଶୋକ ପ୍ରକାଶ
Share. Facebook Twitter LinkedIn Email WhatsApp Copy Link

Related Posts

ବୁଡ଼ଗାମ୍‌ ଏନ୍‌କାଉଣ୍ଟର: ‘ଅପରେସନ୍ କୋରାଗ’ରେ ଲଶ୍କର ଟପ୍ କମାଣ୍ଡର ମୂସା ନିପାତ

September 30, 2026

ୟୁଟ୍ୟୁବ୍‌ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ରେ କେନ୍ଦ୍ର ମନ୍ତ୍ରୀଙ୍କ ଉଦବୋଧନ

September 30, 2026

ସିଏସଆଇଆର୍ – ସିଏମଇଆରଆଇ ଦ୍ୱାରା ସ୍ୱଚ୍ଛ ଭାରତ ଟେଷ୍ଟ ବେଡ୍ ର ଶୁଭାରମ୍ଭ

September 30, 2026

ରାୟଗଡ଼ା ଡିଭିଜନରେ ଭୂସ୍ଖଳନ ଯୋଗୁଁ ବାତିଲ ହେଲା ଟ୍ରେନ୍

September 30, 2026
Latest News

ବୁଡ଼ଗାମ୍‌ ଏନ୍‌କାଉଣ୍ଟର: ‘ଅପରେସନ୍ କୋରାଗ’ରେ ଲଶ୍କର ଟପ୍ କମାଣ୍ଡର ମୂସା ନିପାତ

September 30, 2026

ୟୁଟ୍ୟୁବ୍‌ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ରେ କେନ୍ଦ୍ର ମନ୍ତ୍ରୀଙ୍କ ଉଦବୋଧନ

September 30, 2026

ସିଏସଆଇଆର୍ – ସିଏମଇଆରଆଇ ଦ୍ୱାରା ସ୍ୱଚ୍ଛ ଭାରତ ଟେଷ୍ଟ ବେଡ୍ ର ଶୁଭାରମ୍ଭ

September 30, 2026

ରାୟଗଡ଼ା ଡିଭିଜନରେ ଭୂସ୍ଖଳନ ଯୋଗୁଁ ବାତିଲ ହେଲା ଟ୍ରେନ୍

September 30, 2026

ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାରତୀୟ ଭାଷା ଇକୋସିଷ୍ଟମ ଉପରେ ଦୁଇ ଦିନିଆ କର୍ମଶାଳା

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.