Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନା ଲଢେଇରେ ଭାରତକୁ ସହଯୋଗ କରିବ ଆମେରିକା: ଜୋ ବାଇଡେନଙ୍କୁ ମୋଦୀଙ୍କ ଧନ୍ୟବାଦ
ଅନ୍ତରାଷ୍ଟ୍ରୀୟ

କରୋନା ଲଢେଇରେ ଭାରତକୁ ସହଯୋଗ କରିବ ଆମେରିକା: ଜୋ ବାଇଡେନଙ୍କୁ ମୋଦୀଙ୍କ ଧନ୍ୟବାଦ

April 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କରୋନା ସଂକ୍ରମଣରେ ଏବେ ଭାରତ ଅଧିକ ପ୍ରଭାବିତ ହେଉଛି। ଏହା ଭିତରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ  ଆଲୋଚନା ହୋଇଛି। ଫୋନ ମାଧ୍ୟମରେ ହୋଇଥିବା ଏହି ଆଲୋଚନାରେ କରୋନା ସଂକ୍ରମଣ ସହ ଲଢିବା ପାଇଁ ଉଭୟ ନେତାଙ୍କ ମଧ୍ୟରେ ସହମତି ପ୍ରକାଶ ପାଇଛି।  ଭାରତର କୋଭିସିଲ୍ଡ ଟୀକା ପ୍ରସ୍ତୁତ ପାଇଁ ଆବଶ୍ୟକ କଞ୍ଚାମାଲ ଯୋଗାଇବା ପାଇଁ ଆମେରିକା ରାଜି ହୋଇଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଆମେରିକାର ରାଷ୍ଟ୍ରପତି କରୋନା ସଂକ୍ରମଣ କୋଭିସିଲ୍ଡ ଟୀକା ଜୋ ବାଇଡେନ ନରେନ୍ଦ୍ର ମୋଦୀ ଭାରତର ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026
Latest News

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.