Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ତାଞ୍ଜାନିୟାର ହାଇ କମିଶନର ହେଲେ ଓଡିଶାର ବିନୟ ଶ୍ରୀକାନ୍ତ ପ୍ରଧାନ
ଅନ୍ତରାଷ୍ଟ୍ରୀୟ

ତାଞ୍ଜାନିୟାର ହାଇ କମିଶନର ହେଲେ ଓଡିଶାର ବିନୟ ଶ୍ରୀକାନ୍ତ ପ୍ରଧାନ

July 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ତାଞ୍ଜାନିୟାର ହାଇ କମିଶନର ହେଲେ ଓଡିଶାର ବିନୟ ଶ୍ରୀକାନ୍ତ ପ୍ରଧାନ

ନୂଆଦିଲ୍ଲୀ, ପୂର୍ବ ଆଫ୍ରିକାର ଦେଶ ତାଞ୍ଜାନିୟାର ହାଇ କମିଶନର ଭାବେ ନିଯୁକ୍ତ ପାଇଛନ୍ତି ବିନୟ ଶ୍ରୀକାନ୍ତ ପ୍ରଧାନ। ୨୦୦୨ ବ୍ୟାଚର ଆଇଏଫଏସ ଅଧିକାରୀ ହେଉଛନ୍ତି ବିନୟ ଶ୍ରୀକାନ୍ତ। ଓଡିଶାର ଦେବଗଡ ସହରରେ ଜନ୍ମଲାଭ କରିଥିବା ବିନୟ ଏପରି ଉଚ୍ଚ ପଦବୀରେ ଅଧିଷ୍ଠିତ ହେବା ରାଜ୍ୟ ପାଇଁ ଏକ ଗୌରବର ବିଷୟ। ବର୍ତ୍ତମାନ ବିନୟ ୨୦୧୯ରୁ ମସ୍କୋ ସ୍ଥିତ ଭାରତୀୟ ଦୂତାବାସରେ ଡେପୁଟି ଚିଫ୍ ଅଫ୍ କମିସନ୍ ଭାବେ ଅବସ୍ଥାପିତ ଅଛନ୍ତି ।

ଜଣେ ଦକ୍ଷ ଏବଂ ବିଶିଷ୍ଟ କୁଟନୀତିଜ୍ଞ ଭାବରେ ସେ ୨୦୦୪ ରୁ ୨୦୧୨ ପର୍ଯ୍ୟନ୍ତ ମୋସ୍କୋ, ତୁର୍କମେନିସ୍ଥାନ ଏବଂ ପାକିସ୍ତାନର ଭାରତୀୟ ଦୂତାବାସରେ ବରିଷ୍ଠ ପଦବୀରେ କାର୍ଯ୍ୟ କରିଛନ୍ତି । ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ବିଦେଶ ମନ୍ତ୍ରଣାଳୟରେ ଆଫଗାନିସ୍ତାନ ଓ ଇରାନ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ନେଇ କାର୍ଯ୍ୟ କରିଥିଲେ । ପରବର୍ତ୍ତୀ ପର୍ଯ୍ୟାୟରେ ସେ ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ମଧ୍ୟ କାର୍ଯ୍ୟ କରିଥିଲେ। ସେ ଏପରି ପଦବୀ ନିଯୁକ୍ତେ ହେଉଥିବାର ଖବର ପରେ ତାଙ୍କ ଦେବଗଡ ସହରରେ ଆନନ୍ଦ ଖେଳିଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026

ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

April 6, 2026
Latest News

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.