Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସେପ୍ଟେମ୍ବର ୨୨ ତାରିଖରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆମେରିକା ଗସ୍ତ: ଜୋ ବାଇଡେନଙ୍କ ସହ ହେବ ଆଲୋଚନା
ଅନ୍ତରାଷ୍ଟ୍ରୀୟ

ସେପ୍ଟେମ୍ବର ୨୨ ତାରିଖରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆମେରିକା ଗସ୍ତ: ଜୋ ବାଇଡେନଙ୍କ ସହ ହେବ ଆଲୋଚନା

September 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜିଠାରୁ ଠିକ୍ ଦୁଇ ସପ୍ତାହ ପରେ ସେପ୍ଟେମ୍ବର ୨୪ ତାରିଖରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ୱାଶିଂଟନରେ ଭେଟିବେ। ଜାନୁଆରୀ ୨୦୨୧ ରେ ଜୋ ବାଇଡେନ କାର୍ଯ୍ୟଭାର ଗ୍ରହଣ କରିବା ପରେ ଏହା ପ୍ରଥମ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଏବଂ ଆମେରିକାର ରାଷ୍ଟ୍ରପତିଙ୍କ ସାକ୍ଷାତ ହେବ। ସୂଚନାନୁସାରେ, ସେପ୍ଟେମ୍ବର ୨୨ ତାରିଖ ରାତିରେ ପ୍ରଧାନମନ୍ତ୍ରୀ ମୋଦୀ ଆମେରିକାର ରାଜଧାନୀ ୱାଶିଂଟନରେ ପହଞ୍ଚିବେ। ବୈଠକ ପୂର୍ବରୁ ମୋଦୀ କ୍ୱାଡ ଦେଶର ନେତାମାନଙ୍କୁ ଭେଟିବେ।

ଆମେରିକା ଗସ୍ତ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପ୍ରଧାନମନ୍ତ୍ରୀ ମୋଦୀ ୱାଶିଂଟନ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026
Latest News

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.