Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଆଡୋବ ସଭାପତି ତଥା ସିଇଓ ଶାନ୍ତନୁ ନାରାୟଣଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲେଚନା
ଅନ୍ତରାଷ୍ଟ୍ରୀୟ

ଆଡୋବ ସଭାପତି ତଥା ସିଇଓ ଶାନ୍ତନୁ ନାରାୟଣଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲେଚନା

September 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଡୋବ ସଭାପତି ତଥା ସିଇଓ ଶାନ୍ତନୁ ନାରାୟଣଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲେଚନା

ନୂଆଦିଲ୍ଲୀ : ଆଡୋବ ସଭାପତି ତଥା ସିଇଓ ଶ୍ରୀ ଶାନ୍ତନୁ ନାରାୟଣ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଜାରି ରହିଥିବା ଯୌଥ ପ୍ରକଳ୍ପ ଓ ଭାରତରେ ଭବିଷ୍ୟତ ନିବେଶ ଯୋଜନା ସମ୍ପର୍କରେ ସେମାନେ ଆଲୋଚନା କରିଥିଲେ । ଭାରତର ପ୍ରମୁଖ କାର‌୍ୟ୍ୟକ୍ରମ ଡିଜିଟାଲ ଇଣ୍ଡିଆ ଓ ସ୍ୱାସ୍ଥ୍ୟ, ଶିକ୍ଷା, ଗବେଷଣା ଏବଂ ବିକାଶ ଭଳି କ୍ଷେତ୍ରରେ ନୂଆ ପ୍ରଯୁକ୍ତିର ବ୍ୟବହାର ସମ୍ପର୍କରେ ସେମାନେ ଆଲୋଚନା କରିଥିଲେ ।

ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026

ବସ୍ତର ପାଣ୍ଡମ ୨୦୨୬ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ଅମିତ ଶାହ

February 10, 2026
Latest News

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026

ବସ୍ତର ପାଣ୍ଡମ ୨୦୨୬ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ଅମିତ ଶାହ

February 10, 2026

ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.