Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ମୋଦୀ ଭେଟିବା ପୂର୍ବରୁ ଆମେରିକା ରାଷ୍ଟ୍ରପତିଙ୍କୁ ଟୁଇଟ କଲେ କୃଷକ ନେତା ରାକେଶ ଟିକାୟତ
ଅନ୍ତରାଷ୍ଟ୍ରୀୟ

ମୋଦୀ ଭେଟିବା ପୂର୍ବରୁ ଆମେରିକା ରାଷ୍ଟ୍ରପତିଙ୍କୁ ଟୁଇଟ କଲେ କୃଷକ ନେତା ରାକେଶ ଟିକାୟତ

September 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଆଜି ସେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିବେ। ତାହା ପୂର୍ବରୁ କୃଷକ ନେତା ରାକେଶ ଟିକାଏତ ଟ୍ୱିଟ୍ କରିଛନ୍ତି। ରାକେଶ ଟିକାଏତ ଆମେରିକାର ରାଷ୍ଟ୍ରପତିଙ୍କୁ ଟ୍ୟାଗ୍ କରି ଟ୍ୱିଟ୍ କରି ଲେଖିଛନ୍ତି ଯେ, ଯେତେବେଳେ ଆମେରିକାର ରାଷ୍ଟ୍ରପତି ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟନ୍ତି, ସେତେବେଳେ ସେ ଚାଷୀଙ୍କ ସମସ୍ୟା ପ୍ରତି ଧ୍ୟାନ ଦେବା ଉଚିତ୍।

ରାକେଶ ଟିକାଏତ ଲେଖିଛନ୍ତି ଯେ, ଆମେ ଭାରତୀୟ କୃଷକମାନେ ନୂଆ କୃଷି ଆଇନକୁ ବିରୋଧ କରୁଛୁ, ଯାହା ପ୍ରଧାନମନ୍ତ୍ରୀ ମୋଦୀ ସରକାର ଆଣିଛି। ୧୧ ମାସର ବିକ୍ଷୋଭ ସମୟରେ ୭୦୦ କୃଷକ ପ୍ରାଣ ହରାଇଛନ୍ତି। ଆମକୁ ଏହି କଳା ଆଇନରୁ ସୁରକ୍ଷିତ କରାଯିବା ଉଚିତ୍।

ଗତକାଲି ରାତିରେ କରାଯାଇଥିବା ଅନ୍ୟ ଏକ ଟୁଇଟ୍‌ରେ ସୂଚନା ଦିଆଯାଇଛି ଯେ, ଆଜି ୱାଶିଂଟନ୍‌ ଡିସିରେ ୨ ଟା ୩୦ ମିନିଟରେ ତିନୋଟି କୃଷି ଆଇନକୁ ନେଇ ବିରୋଧ ପ୍ରଦର୍ଶନ କରାଯିବ।

ଆମେରିକା ଗସ୍ତ ଆମେରିକାର ରାଷ୍ଟ୍ରପତି କୃଷକ ନେତା ଜୋ ବାଇଡେନ ନରେନ୍ଦ୍ର ମୋଦୀ ନୂଆ କୃଷି ଆଇନ ରାକେଶ ଟିକାଏତ
Share. Facebook Twitter LinkedIn Email WhatsApp Copy Link

Related Posts

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Latest News

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.