Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ମୋଦୀ-ବାଇଡେନ ମଧ୍ୟରେ ବୈଠକ: ସମ୍ପର୍କ ମଜବୁତ ଲାଗି ପ୍ରତିଶ୍ରୁତି ଦେଲେ ଆମେରିକା ରାଷ୍ଟ୍ରପତି
ଅନ୍ତରାଷ୍ଟ୍ରୀୟ

ମୋଦୀ-ବାଇଡେନ ମଧ୍ୟରେ ବୈଠକ: ସମ୍ପର୍କ ମଜବୁତ ଲାଗି ପ୍ରତିଶ୍ରୁତି ଦେଲେ ଆମେରିକା ରାଷ୍ଟ୍ରପତି

September 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ସେମାନଙ୍କର ପ୍ରଥମ ଦ୍ୱିପାକ୍ଷିକ ବୈଠକ କରୁଛନ୍ତି।ବାଇଡେନ ରାଷ୍ଟ୍ରପତି ହେବା ପରେ ଏହା ହେଉଛି ପ୍ରଥମ ବୈଠକ। ଏହି ବୈଠକରେ ଆଫଗାନିସ୍ତାନ, ବାଣିଜ୍ୟ ଏବଂ ଜଳବାୟୁ ପରିବର୍ତ୍ତନ ଉପରେ ଆଲୋଚନା କରାଯାଇପାରେ। ୨୦୧୪ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ବାଇଡେନଙ୍କୁ ଭେଟିଥିଲେ, ଯେତେବେଳ ସେ ଉପରାଷ୍ଟ୍ରପତି ଥିଲେ। ଏହାପୂର୍ବରୁ ସେ ଆମେରିକାର ଉପରାଷ୍ଟ୍ରପତି କମଲା ହାରିସଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟ୍ରେଲିଆ ଏବଂ ଜାପାନର ପ୍ରଧାନମନ୍ତ୍ରୀଙ୍କୁ ମଧ୍ୟ ଭେଟିଛନ୍ତି।

ସୂଚନା ଅନୁଯାୟୀ, ‘କ୍ଵାଡ’ ଦେଶ ଆମେରିକା, ଜାପାନ, ଅଷ୍ଟ୍ରେଲିଆ ଏବଂ ଭାରତର ପ୍ରଧାନମନ୍ତ୍ରୀଙ୍କ ବୈଠକ ପୂର୍ବରୁ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେଉଛି। ଆଜି ମଧ୍ୟ କ୍ୱାଡ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଯୋଗଦେବେ।

ଆମେରିକା ଜୋ ବାଇଡେନ ଦ୍ୱିପାକ୍ଷିକ ବୈଠକ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026
Latest News

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.