Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବିଶ୍ବର ପ୍ରଥମ ରାଷ୍ଟ୍ର ଭାବରେ 6 ଜି ଲଞ୍ଚ କରିବାକୁ ଯାଉଛି ଏହି ରାଷ୍ଟ୍ର
ଅନ୍ତରାଷ୍ଟ୍ରୀୟ

ବିଶ୍ବର ପ୍ରଥମ ରାଷ୍ଟ୍ର ଭାବରେ 6 ଜି ଲଞ୍ଚ କରିବାକୁ ଯାଉଛି ଏହି ରାଷ୍ଟ୍ର

February 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଶ୍ବର ପ୍ରଥମ ରାଷ୍ଟ୍ର ଭାବରେ 6 ଜି ଲଞ୍ଚ କରିବାକୁ ଯାଉଛି ଏହି ରାଷ୍ଟ୍ର

ଟୋକିଓ : ସମଗ୍ର ବିଶ୍ବର ଅଧିକାଂଶ ରାଷ୍ଟ୍ରରେ ବର୍ତ୍ତମାନ 5ଜି ଲଞ୍ଚ ହୋଇ ନଥିବା ବେଳେ ପ୍ରଥମ ଦେଶ ଭାବରେ 6ଜି ଲଞ୍ଚ କରିବାକୁ ଯାଉଛି ଜାପାନ । ଆସନ୍ତା 2030 ମସିହାରେ ଜାପାନ 6ଜି ଲଞ୍ଚ କରିବାକୁ ଯାଉଥିବା ନେଇ ଜାପାନ ସରକାରଙ୍କ ପକ୍ଷରୁ ମତ ଦିଆଯାଇଛି।

5ଜିର ସ୍ପିଡ୍‌ ଅପେକ୍ଷା ଏହାର ସ୍ପିଡ୍‌ 10 ଗୁଣା ଅଧିକ ରହିବ ବୋଲି ଜାପାନର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଟାକାଓ ସାନାଏ ମତ ଦେଇଛନ୍ତି । 6ଜି ଇଣ୍ଟରନେଟ୍‌ ସେବା ପାଇଁ ବୈଷୟିକ କୌଶଳ ନିମନ୍ତେ ଜାପାନ ସରକାର ଏନ୍‌ଟିଟି ଏବଂ ତୋଷିବା ସହିତ ଚୁକ୍ତି କରିଛନ୍ତି । 6ଜି ଇଣ୍ଟରନଟ ସେବା ପାଇଁ ଜାପାନ ସରକାର 7 ବିଲିୟନ୍‌ ଡଲାରର ବଜେଟ୍‌ ସ୍ଥିର କରିଛନ୍ତି ।

୫ଜି ୫ଜି ନେଟ୍‌ୱର୍କ ଇଣ୍ଟରନେଟ
Share. Facebook Twitter LinkedIn Email WhatsApp Copy Link

Related Posts

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026

କ୍ଷୁଦ୍ର ଜଳବିଦ୍ୟୁତ କ୍ଷେତ୍ରରେ ନୂଆ ପୁଞ୍ଜିନିବେଶ ଆଣିବା ପାଇଁ ଗୁରୁତ୍ୱ ଦେଲେ ଉପ-ମୁଖ୍ୟମନ୍ତ୍ରୀ

September 12, 2026

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026
Latest News

ଇତିହାସରେ ପ୍ରଥମ : ନିଜ ଦେଶରେ ଅତିଥି ଡ୍ରେସିଂ ରୁମ୍‌ରେ ରହିବ ଇଣ୍ଡିଆ

September 12, 2026

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026

କ୍ଷୁଦ୍ର ଜଳବିଦ୍ୟୁତ କ୍ଷେତ୍ରରେ ନୂଆ ପୁଞ୍ଜିନିବେଶ ଆଣିବା ପାଇଁ ଗୁରୁତ୍ୱ ଦେଲେ ଉପ-ମୁଖ୍ୟମନ୍ତ୍ରୀ

September 12, 2026

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.