Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଚାଇନାରେ କରୋନା ଭାଇରସର ସୁନାମି, ଓମିକ୍ରନର ୨୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ
ଅନ୍ତରାଷ୍ଟ୍ରୀୟ

ଚାଇନାରେ କରୋନା ଭାଇରସର ସୁନାମି, ଓମିକ୍ରନର ୨୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

April 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କରୋନା ପୁଣି ଥରେ ଚୀନର ସମସ୍ୟାକୁ ବଢାଇଦେଇଛି। ଚୀନ୍ ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀଙ୍କ ଅନୁଯାୟୀ, ଏହି ସମୟରେ ଚୀନ୍ ଓମିକ୍ରନ୍ ସୁନାମିର ସମ୍ମୁଖୀନ ହୋଇଛି। ଶୁକ୍ରବାର ଦିନ ଦେଶରେ ୨୦ ହଜାରରୁ ଅଧିକ କୋଭିଡ ମାମଲା ରୁଜୁ ହୋଇଛି। ଚାଇନାର ସବୁଠୁ ବଡ ସହର ସାଂଘାଇ ତିନି ସପ୍ତାହରୁ ଅଧିକ ସମୟ ଧରି ତାଲା ପଡିଛି।

ସର୍ବସାଧାରଣ ସ୍ଥାନରେ ପ୍ରବେଶ କରିବାକୁ ହେଲେ ଶନିବାର ଠାରୁ ବେଜିଂର ସମସ୍ତ ବାସିନ୍ଦାଙ୍କ ପାଇଁ ୪୮ ଘଣ୍ଟା ମଧ୍ୟରେ କୋଭିଡ-୧୯ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ମ୍ୟୁନିସିପାଲିଟି ସରକାର ଶୁକ୍ରବାର ଦିନ ଏହି ସୂଚନା ଦେଇଛନ୍ତି।

ରିପୋର୍ଟ ଅନୁଯାୟୀ, ଶୁକ୍ରବାର ଦିନ ବେଜିଂକୁ କୋଭିଡ ପାଇଁ ଉଚ୍ଚ ବିପଦ ଏବଂ ମଧ୍ୟମ ବିପଦ କ୍ଷେତ୍ର ଭାବରେ ଶ୍ରେଣୀଭୁକ୍ତ କରାଯାଇଛି। ଏହା ଅଧୀନରେ, ବେଜିଂରେ ସମୁଦାୟ ବିପଦପୂର୍ଣ୍ଣ ଅଞ୍ଚଳର ସଂଖ୍ୟା ୬ ଏବଂ ମଧ୍ୟମ-ବିପଦପୂର୍ଣ୍ଣ ଅଞ୍ଚଳର ସଂଖ୍ୟା ୧୯ ରହିଛି।

ଚୀନ୍ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଜାଓ ଲିଜିଆନ୍ ଶୁକ୍ରବାର ଦିନ ସ୍ଥାନୀୟ ଗଣମାଧ୍ୟମକୁ କହିଛନ୍ତି ଯେ, ବର୍ତ୍ତମାନ ଆମେ ଓମିକ୍ରନ୍ ସୁନାମିର ସମ୍ମୁଖୀନ ହେଉଛୁ। ଏହି ଭ୍ୟାରିଏଣ୍ଟଟି କଳ୍ପନା ଠାରୁ ଅଧିକ ଗତିରେ ବ୍ୟାପିଥାଏ।

ଓମିକ୍ରନ କରୋନା ଭାଇରସ ଚାଇନା
Share. Facebook Twitter LinkedIn Email WhatsApp Copy Link

Related Posts

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026
Latest News

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.