Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଅବତରଣ ବେଳେ ତିବ୍ଦତ ଏୟାରଲାଇନ୍ସ ଦୁର୍ଘଟଣାଗ୍ରସ୍ତ: ବିମାନରେ ଲାଗିଲା ନିଆଁ, ଦେଖନ୍ତୁ ଭାଇରାଲ ଭିଡିଓ
ଅନ୍ତରାଷ୍ଟ୍ରୀୟ

ଅବତରଣ ବେଳେ ତିବ୍ଦତ ଏୟାରଲାଇନ୍ସ ଦୁର୍ଘଟଣାଗ୍ରସ୍ତ: ବିମାନରେ ଲାଗିଲା ନିଆଁ, ଦେଖନ୍ତୁ ଭାଇରାଲ ଭିଡିଓ

May 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଜିଂ: ଆଜି ସକାଳେ ଚୀନର ଏକ ତିବ୍ଦତ ବିମାନରେ ଅଗ୍ନିକାଣ୍ଡ ଘଟିଛି। ବିମାନ ଅବତରଣ ସମୟରେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ବିମାନଟି ନିୟନ୍ତ୍ରଣ ହରାଇ ରନୱେକୁ ଅତିକ୍ରମ କରିଥିଲା। ଚୋଙ୍ଗକିଙ୍ଗ ବିମାନବନ୍ଦରରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୨୫ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି। ଏହି ବିମାନରେ୧୧୩ ଜଣ ଯାତ୍ରୀ ଥିଲେ ଏବଂ ନଅ ଜଣ କ୍ରୁ ସଦସ୍ୟ ଥିଲେ।

ବିମାନରେ ଥିବା ସମସ୍ତ ଯାତ୍ରୀଙ୍କୁ ସ୍ଥାନାନ୍ତର କରାଯାଇଛି ଏବଂ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ।

https://twitter.com/baoshitie1/status/1524578661386506240?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1524578661386506240%7Ctwgr%5E%7Ctwcon%5Es1_&ref_url=https%3A%2F%2Fndtv.in%2Findia%2Fchina-tibet-airlines-jet-overruns-runway-catches-fire-reports-news-agency-afp-2968026

ଏହି ଘଟଣାର ଏକ ଭିଡିଓ ଫୁଟେଜରେ ଚୋଙ୍ଗକିଙ୍ଗ ଜିଆଙ୍ଗବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ତିବ୍ଦତ ବିମାନର ସମ୍ମୁଖ ଭାଗରୁ ନିଆଁ ଲାଗିଥିବାର ଦେଖାଯାଇଛି।

ଏହା ସହିତ ବିମାନରୁ ଧୂଆଁ ବାହାରୁଥିବା ମଧ୍ୟ ଦେଖାଯାଏ। ଲୋକମାନେ ପଛ ଦ୍ୱାରରୁ ଏକ ଏଭ୍ୟୁକେସନ୍ ସ୍ଲାଇଡ୍ ଦେଇ ବାହାରି ବିମାନରୁ ପଳାୟନ କରୁଥିବା ଦେଖିବାକୁ ମିଳୁଛି।

ଦୁର୍ଘଟଣାଗ୍ରସ୍ତ ଭାଇରାଲ ଭିଡିଓ ଲାଗିଲା ନିଆଁ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ଖୋର୍ଦ୍ଧା ଜିଲ୍ଲାର A1 ଗ୍ରେଡ୍ ପ୍ରାପ୍ତ କୃତୀ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 1, 2026

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026
Latest News

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.