Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଯାନ୍ତ୍ରିକ ତ୍ରୁଟି ପରେ କରାଚିରେ ଅବତରଣ କଲା ଇଣ୍ଡିଗୋ ବିମାନ, ୨ ସପ୍ତାହ ମଧ୍ୟରେ ଦ୍ୱିତୀୟ ଘଟଣା
ଅନ୍ତରାଷ୍ଟ୍ରୀୟ

ଯାନ୍ତ୍ରିକ ତ୍ରୁଟି ପରେ କରାଚିରେ ଅବତରଣ କଲା ଇଣ୍ଡିଗୋ ବିମାନ, ୨ ସପ୍ତାହ ମଧ୍ୟରେ ଦ୍ୱିତୀୟ ଘଟଣା

July 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଣ୍ଡିଗୋ ବିମାନ
ଇଣ୍ଡିଗୋ ଯାତ୍ରୀଙ୍କ ପାଇଁ ବଡ଼ ସତର୍କତା: ବିଜ୍ଞପ୍ତି ଜାରି କଲା ବିମାନ କମ୍ପାନୀ

ନୂଆଦିଲ୍ଲୀ: ଯାନ୍ତ୍ରିକ ତ୍ରୁଟି ପରେ ଇଣ୍ଡିଗୋର ଶାରଜା-ହାଇଦ୍ରାବାଦ ବିମାନକୁ ପାକିସ୍ତାନର କରାଚିରେ ଅବତରଣ କରିବାକୁ ପଡିଛି। ଯେତେବେଳେ ବିମାନର ପାଇଲଟ୍ ବଯାନ୍ତ୍ରିକ ତ୍ରୁଟି ବିଷୟରେ ଜାଣିବାକୁ ପାଇଲେ, ସେତେବେଳେ ସେ ସତର୍କତାମୂଳକ ଭାବରେ ବିମାନକୁ ପାକିସ୍ତାନର କରାଚି ଆଡକୁ ପଥ ପରିବର୍ତ୍ତନ କରିଥିଲେ। ଏହା ପରେ ତାଙ୍କୁ କରାଚି ବିମାନବନ୍ଦରରେ ଅବତରଣ କରାଯିବା ପରେ ସେଠାରେ ବିମାନର ଅନୁସନ୍ଧାନ କରାଯାଉଛି। ବିମାନରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଯାତ୍ରୀମାନଙ୍କୁ ବିମାନରେ ଆଣିବା ପାଇଁ ଇଣ୍ଡିଗୋ ଏୟାରଲାଇନ୍ କରାଚିରେ ଆଉ ଏକ ବିମାନ ପଠାଇବାକୁ ଯୋଜନା କରିଛି।

ବିମାନ ସେବା ଦ୍ଵାରା ଜାରି ଏକ ବିବୃତ୍ତି ଅନୁଯାୟୀ, ଇଣ୍ଡିଆଗୋ ବିମାନ 6E-1406 ଶାରଜା ଠାରୁ ହାଇଦ୍ରାବାଦ ଅଭିମୁଖେ ଆସୁଥିଲା। ପାଇଲଟ ଏକ ଯାନ୍ତ୍ରିକ ତ୍ରୁଟି ଦେଖିଲେ। ଆବଶ୍ୟକ ପ୍ରକ୍ରିୟା ଅନୁସରଣ କରାଯାଇଥିଲା ଏବଂ ଏକ ସତର୍କତାମୂଳକ ପଦକ୍ଷେପ ଭାବରେ ବିମାନଟି କରାଚି ଆଡକୁ ନିଆଯାଇଥିଲା। ଯାତ୍ରୀମାନଙ୍କୁ ହାଇଦ୍ରାବାଦକୁ ଆଣିବା ପାଇଁ କରାଚିରେ ଏକ ଅତିରିକ୍ତ ବିମାନ ପଠାଯାଉଛି।

ସୂଚନା ଥାଉକି ଏଭଳି ଘଟଣା ୨ ସପ୍ତାହରେ ଦୁଇଥର ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଦୁଇ ଭାରତୀୟ ବିମାନକୁ କରାଚି ଠାରେ ଜରୁରୀକାଳିନ ଅବତରଣ କରାଯାଇଛି।

ଇଣ୍ଡିଗୋ ବିମାନ କରାଚି ପାକିସ୍ତାନ ଯାନ୍ତ୍ରିକ ତ୍ରୁଟି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026
Latest News

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026

ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.