Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଜୈବ ବିବିଧତା ସଂରକ୍ଷଣ କ୍ଷେତ୍ରରେ ଭାରତ ଓ ନେପାଳ ମଧ୍ୟରେ ଏମଓୟୁ କୁ କ୍ୟାବିନେଟ ମଞ୍ଜୁରି
ଅନ୍ତରାଷ୍ଟ୍ରୀୟ

ଜୈବ ବିବିଧତା ସଂରକ୍ଷଣ କ୍ଷେତ୍ରରେ ଭାରତ ଓ ନେପାଳ ମଧ୍ୟରେ ଏମଓୟୁ କୁ କ୍ୟାବିନେଟ ମଞ୍ଜୁରି

August 31, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜୈବ ବିବିଧତା ସଂରକ୍ଷଣ କ୍ଷେତ୍ରରେ ଭାରତ ଓ ନେପାଳ ମଧ୍ୟରେ ଏମଓୟୁ କୁ କ୍ୟାବିନେଟ ମଞ୍ଜୁରି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଜୈବ ବିବିଧତା ସଂରକ୍ଷଣ କ୍ଷେତ୍ରରେ ଭାରତ ଏବଂ ନେପାଳ ମଧ୍ୟରେ ଏକ ବୁଝାମଣାପତ୍ର (ଏମଓୟୁ) ସ୍ବାକ୍ଷର ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏ ସଂକ୍ରାନ୍ତରେ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି ମିଳିଛି।

ଏହା ଜଙ୍ଗଲ, ବନ୍ୟ ପ୍ରାଣୀ, ପରିବେଶ, ଜୈବ ବିବିଧତା ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ସମେତ କରିଡର ପୁନରୁଦ୍ଧାର ଓ ସଂରକ୍ଷିତ ଅଞ୍ଚଳ ଆନ୍ତଃସଂଯୋଗ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ସମନ୍ବୟ ତଥା ସହଯୋଗକୁ ସୁଦୃଢ଼ କରିବ। ଦୁଇ ଦେଶ ଏହି କ୍ଷେତ୍ରରେ ପରସ୍ପର ସହ ଜ୍ଞାନ ଓ ଶ୍ରେଷ୍ଠ ପଦ୍ଧତିର ବିନିମୟ କରିବା ଲାଗି ସକ୍ଷମ ହୋଇପାରିବେ।

ଏହି ଏମଓୟୁ ସ୍ବାକ୍ଷରିତ ହେବା ଦ୍ବାରା ଜଙ୍ଗଲ, ବନ୍ୟପ୍ରାଣୀ, ଜୈବ ବିବିଧତା ସଂରକ୍ଷଣ ଓ ଜଳବାୟୁ ପରିବର୍ତ୍ତନ ସମେତ କରିଡର ସଂରକ୍ଷଣ ଏବଂ ସଂରକ୍ଷିତ ଅଞ୍ଚଳ ଆନ୍ତଃସଂଯୋଗ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ଆପୋସ ସହଯୋଗକୁ ପ୍ରୋତ୍ସାହନ ମିଳିବ। ଉଭୟ ପକ୍ଷ ପରସ୍ପର ମଧ୍ୟରେ ଶ୍ରେଷ୍ଠ ପଦ୍ଧତି ଏବଂ ଜ୍ଞାନର ଆଦାନପ୍ରଦାନ କରିପାରିବେ।

କ୍ୟାବିନେଟ ମଞ୍ଜୁରି ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.