Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭାରତୀୟ ବଂଶୋଭବ ଋଷି ସୁନକଙ୍କୁ ହରାଇ ବ୍ରିଟେନର ପ୍ରଧାନମନ୍ତ୍ରୀ ହେଲେ ଲିଜ୍ ଟ୍ରସ୍
ଅନ୍ତରାଷ୍ଟ୍ରୀୟ

ଭାରତୀୟ ବଂଶୋଭବ ଋଷି ସୁନକଙ୍କୁ ହରାଇ ବ୍ରିଟେନର ପ୍ରଧାନମନ୍ତ୍ରୀ ହେଲେ ଲିଜ୍ ଟ୍ରସ୍

September 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବ୍ରିଟେନର ପ୍ରଧାନମନ୍ତ୍ରୀ ପଦ ପାଇଁ ଲିଜ୍ ଟ୍ରସ୍ ଜିତିଛନ୍ତି। ସେ ଏକ ଘନିଷ୍ଠ ପ୍ରତିଯୋଗିତାରେ ଭାରତୀୟ ମୂଳ ସାଂସଦ ଋଷି ସୁନକଙ୍କୁ ପରାସ୍ତ କରିଛନ୍ତି। ଲିଜ ଟ୍ରସ ମଙ୍ଗଳବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଲିଜ୍ ଟ୍ରସ୍ ୮୧,୩୨୬ ଭୋଟ୍ ପାଇଥିବା ବେଳେ ଋଷି ସୁନକ୍ ୬୦.୩୯୯ ଭୋଟ୍ ପାଇଛନ୍ତି। ଥେରେସା ମେ ଏବଂ ମାର୍ଗରେଟ୍ ଥେଚରଙ୍କ ପରେ ଲିଜ୍ ଟ୍ରସ୍ ବ୍ରିଟେନର ତୃତୀୟ ମହିଳା ପ୍ରଧାନମନ୍ତ୍ରୀ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନିର୍ବାଚନର ଶେଷ ପର୍ଯ୍ୟାୟ ପାଇଁ ଭୋଟ୍ ଶୁକ୍ରବାର ଶେଷ ହୋଇଥିଲା। ପ୍ରି-ସର୍ଭେରେ ଲିଜ ଟ୍ରସଙ୍କ ଠାରୁ ଋଷି ସୁନକ ପଛୁଆ ଥିବା କୁହାଯାଉଥିଲା।

ନିର୍ବାଚନରେ ​​ଜିତିବା ପରେ ଲିଜ ଟ୍ରସ କହିଛନ୍ତି ଯେ, ମୁଁ ଏକ ବୋଲ୍ଡ ଯୋଜନା ଉପସ୍ଥାପନ କରିବି। କରୋନା ମହାମାରୀ ପରେ ଟିକସ ହ୍ରାସ କରିବା ଏବଂ ବ୍ରିଟିଶ ଅର୍ଥନୀତିକୁ ମଜବୁତ କରିବା ପାଇଁ ସେ ଏକ ଉତ୍ତମ ଯୋଜନା ଦେବେ ବୋଲି ଲିଜ ଟ୍ରସ ଦାବି କରିଛନ୍ତି। ଶକ୍ତି ସଙ୍କଟ ଏବଂ NHS ଉପରେ ସେ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି।

ଋଷି ସୁନକ ବ୍ରିଟେନର ପ୍ରଧାନମନ୍ତ୍ରୀ ଲିଜ ଟ୍ରସ
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.