Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଜି -୨୦ ର ଅଧ୍ୟକ୍ଷତା କରିବ ଭାରତ, ସମଗ୍ର ଦେଶରେ ୨୦୦ ରୁ ଅଧିକ ହେବ ସଭା
ଅନ୍ତରାଷ୍ଟ୍ରୀୟ

ଜି -୨୦ ର ଅଧ୍ୟକ୍ଷତା କରିବ ଭାରତ, ସମଗ୍ର ଦେଶରେ ୨୦୦ ରୁ ଅଧିକ ହେବ ସଭା

September 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜି-୨୦
ଜି-୨୦ ନେତାମାନଙ୍କ ଘୋଷଣାନାମାରେ ପ୍ରତିଫଳିତ ହେଲା ଭାରତର ପ୍ରାଥମିକତା

ନୂଆଦିଲ୍ଲୀ: ୨୦୨୨ ଶେଷରେ ଆରମ୍ଭ ହେବାକୁ ଥିବା ଜି-୨୦ ବୈଠକରେ ଭାରତ ଅଧ୍ୟକ୍ଷତା କରିବାକୁ ଯାଉଛି। ଭାରତ ଡିସେମ୍ବର ୧ ତାରିଖରୁ ନଭେମ୍ବର ୩୦ ତାରିଖ ୨୦୨୩ ପର୍ଯ୍ୟନ୍ତ ଜି-୨୦ର ଅଧ୍ୟକ୍ଷତା କରିବ। ଏହି ଅଧ୍ୟକ୍ଷତା ଦେଶରେ ୨୦୦ ରୁ ଅଧିକ ଜି-୨୦ ବୈଠକ ଆୟୋଜନ କରିବେ ବୋଲି ଆଶା କରାଯାଉଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଆଜି ଏକ ବିବୃତ୍ତି ଜାରି କରି ଏହି ସୂଚନା ଦେଇଛି।

ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ, ଜି-୨୦ ଦେଶର ନେତାଙ୍କ ଶିଖର ସମ୍ମିଳନୀ ୨୦୨୩ ମସିହା ସେପ୍ଟେମ୍ବର ୯ ତାରିଖ ଓ ୧୦ ତାରିଖ ଦିନ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି। ଜି-୨୦ କିମ୍ବା ଗ୍ରୁପ୍ ଅଫ୍ ୨୦ ହେଉଛି ବିଶ୍ଵର ପ୍ରମୁଖ ବିକଶିତ ତଥା ବିକାଶଶୀଳ ଅର୍ଥନୀତିର ଏକ ଆନ୍ତ- ସରକାରୀ ମଞ୍ଚ। ଏଥିରେ ୧୯ ଟି ଦେଶ ଅନ୍ତର୍ଭୁକ୍ତ।

ଜି-୨୦ରେ କେଉଁ ଦଶ ଅନ୍ତର୍ଭୁକ୍ତ?:

ଜି-୨୦ ରେ ଅନ୍ତର୍ଭୁକ୍ତ ଦେଶଗୁଡିକ ହେଉଛି- ଆର୍ଜେଣ୍ଟିନା, ଅଷ୍ଟ୍ରେଲିଆ, ବ୍ରାଜିଲ, କାନାଡା, ଚୀନ୍, ଫ୍ରାନ୍ସ, ଜର୍ମାନୀ, ଭାରତ, ଇଣ୍ଡୋନେସିଆ, ଇଟାଲୀ, ଜାପାନ, କୋରିଆ, ମେକ୍ସିକୋ, ଋଷ, ସାଉଦି ଆରବ, ଦକ୍ଷିଣ ଆଫ୍ରିକା, ତୁର୍କୀ, ଆମେରିକା ଏବଂ ୟୁରୋପୀୟ ୟୁନିଅନ୍। ସାମୂହିକ ଭାବରେ ଜି-୨୦ ବିଶ୍ଵ ଜିଡିପିର ୮୫ ପ୍ରତିଶତ, ଆନ୍ତର୍ଜାତୀୟ ବାଣିଜ୍ୟର ୭୫ ପ୍ରତିଶତ ଏବଂ ବିଶ୍ଵର ଦୁଇ ତୃତୀୟାଂଶ ଜନସଂଖ୍ୟାକୁ ଏହା ଆନ୍ତର୍ଜାତୀୟ ଅର୍ଥନୈତିକ ସହଯୋଗ ପାଇଁ ଏକ ପ୍ରମୁଖ ପ୍ଲାଟଫର୍ମ କରିପାରିଛି।

ଅଧ୍ୟକ୍ଷତା ଜି-୨୦ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026
Latest News

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.