Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଆଜି ପ୍ରଥମ ବିଦେଶ ଗସ୍ତ, ଜାଣନ୍ତୁ କେଉଁ ଦେଶକୁ ଯିବେ
ଅନ୍ତରାଷ୍ଟ୍ରୀୟ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଆଜି ପ୍ରଥମ ବିଦେଶ ଗସ୍ତ, ଜାଣନ୍ତୁ କେଉଁ ଦେଶକୁ ଯିବେ

September 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଆଜି ପ୍ରଥମ ବିଦେଶ ଗସ୍ତ, ଜାଣନ୍ତୁ କେଉଁ ଦେଶକୁ ଯିବେ

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ପ୍ରଥମ ବିଦେଶ ଗସ୍ତ ହେବ। ରାଷ୍ଟ୍ରପତି ଭାବେ ଦାୟିତ୍ବ ନେବା ପରେ ସେ ବିଦେଶ ଗସ୍ତ କରି ନାହାଁନ୍ତି। ଆଜି ରାଷ୍ଟ୍ରପତି ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବା ପାଇଁ ବ୍ରିଟେନ ଗସ୍ତ କରିବେ।

ଭାରତ ତରଫରୁ ତାଙ୍କ ପରିବାର ତଥା ଦେଶକୁ ସମବେଦନା ଜଣାଇବା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୧୯ ତାରିଖ ପର୍ଯ୍ୟନ୍ତ ଲଣ୍ଡନ ଗସ୍ତରେ ଯିବେ । ରାଣୀଙ୍କ ଅନ୍ତିମ ସଂସ୍କାର ୧୯ ସେପ୍ଟେମ୍ବରରେ ୱେଷ୍ଟମିନିଷ୍ଟର ଆବେରେ କରାଯିବ। ସେଠାରେ ବିଶ୍ବର ପ୍ରାୟ ୨୦୦୦ ଭିଆଇପି ଅନ୍ତିମ ସଂସ୍କାରରେ ଯୋଗଦେବେ।

ଦ୍ରୌପଦୀ ମୁର୍ମୁ ରାଣୀ ଏଲିଜାବେଥ୍ ଦ୍ୱିତୀୟ ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026
Latest News

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.