Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ମାତ୍ର ୬ ସପ୍ତାହରେ ବ୍ରିଟେନର ପ୍ରଧାନମନ୍ତ୍ରୀ ଲିଜ୍ ଟ୍ରସ୍ ଦେଲେ ଇସ୍ତଫା
ଅନ୍ତରାଷ୍ଟ୍ରୀୟ

ମାତ୍ର ୬ ସପ୍ତାହରେ ବ୍ରିଟେନର ପ୍ରଧାନମନ୍ତ୍ରୀ ଲିଜ୍ ଟ୍ରସ୍ ଦେଲେ ଇସ୍ତଫା

October 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବ୍ରିଟିଶ ପ୍ରଧାନମନ୍ତ୍ରୀ ଲିଜ ଟ୍ରସ ଇସ୍ତଫା ଦେଇଛନ୍ତି। ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ନିର୍ବାଚିତ ନହେବା ପର୍ଯ୍ୟନ୍ତ ସେ ଏହି ପଦରେ ରହିବେ। ଟ୍ରସ୍ ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାର କିଛି ସପ୍ତାହ ପରେ ଅର୍ଥନୀତିର ଅବ୍ୟବସ୍ଥା ଯୋଗୁଁ ଦଳରେ ବିଦ୍ରୋହ ଆରମ୍ଭ ହୋଇଥିଲା। ଗତ ଏକ ସପ୍ତାହରେ ଦୁଇ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି।

ୱେଷ୍ଟମିନିଷ୍ଟରରେ ରାଜନୈତିକ ଅସ୍ଥିରତା ମଧ୍ୟରେ କଞ୍ଜରଭେଟିବ ପାର୍ଟିର ସଦସ୍ୟମାନେ ଲିଜ ଟ୍ରସଙ୍କୁ ନେତା ଭାବରେ ମନୋନୀତ କରିବା ନିଷ୍ପତ୍ତିରେ ଅନୁତାପ କରୁଥିବା ଜଣାପଡିଛି।

ବ୍ରିଟିଶ ପ୍ରଧାନମନ୍ତ୍ରୀ ରାଜନୈତିକ ଅସ୍ଥିରତା ଲିଜ ଟ୍ରସ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ମାମଲା: ଡିସିପିଙ୍କୁ ମହିଳା କମିଶନଙ୍କ ରିପୋର୍ଟ ତଲବ

October 2, 2026

ଷ୍ଟାଲିନଙ୍କ ତୀବ୍ର ଆକ୍ରମଣ, TVK ଓ ବିଜୟଙ୍କୁ ନେଇ ତାମିଲନାଡୁରେ ବଢ଼ିଲା ଚର୍ଚ୍ଚା

October 2, 2026

ନକଲି RTO ଗିରଫ

October 2, 2026

ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ ପାଳିତ

October 2, 2026
Latest News

ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ମାମଲା: ଡିସିପିଙ୍କୁ ମହିଳା କମିଶନଙ୍କ ରିପୋର୍ଟ ତଲବ

October 2, 2026

ଷ୍ଟାଲିନଙ୍କ ତୀବ୍ର ଆକ୍ରମଣ, TVK ଓ ବିଜୟଙ୍କୁ ନେଇ ତାମିଲନାଡୁରେ ବଢ଼ିଲା ଚର୍ଚ୍ଚା

October 2, 2026

ନକଲି RTO ଗିରଫ

October 2, 2026

୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ, ପୁଣି ଡରାଇଲାଣି ଅକ୍ଟାେବର

October 2, 2026

BJD Media Cell Announcement: ଘୋଷଣା ହେଲା ବିଜେଡି ମିଡିଆ ସେଲର ନୂଆ କର୍ମକର୍ତ୍ତା, ଦେଖନ୍ତୁ ପୁରା ଲିଷ୍ଟ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.