Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବିସ୍ଫୋରଣରେ ଥରି ଉଠିଲା ୟୁକ୍ରେନ, ୧୦୦ ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କଲା ଋଷ
ଅନ୍ତରାଷ୍ଟ୍ରୀୟ

ବିସ୍ଫୋରଣରେ ଥରି ଉଠିଲା ୟୁକ୍ରେନ, ୧୦୦ ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କଲା ଋଷ

December 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଋଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ ହେବାର ନାମ ନେଉନାହିଁ। ୟୁକ୍ରେନ ରାଷ୍ଟ୍ରପତିଙ୍କ ଜଣେ ପରାମର୍ଶଦାତାଙ୍କ ଅନୁଯାୟୀ ଆଜି ଋଷ ପୁଣି ଥରେ ୟୁକ୍ରେନ ଉପରେ ୧୦୦ ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଏହି ସମୟରେ ୟୁକ୍ରେନରେ ସାଇରନ୍ ବାଜିଥିଲା। ରାଜଧାନୀ କିଭ ସମେତ ଅନେକ ସହରରେ ବିସ୍ଫୋରଣର ଶବ୍ଦ ଶୁଣାଗଲା।

ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟର ପରାମର୍ଶଦାତା ଓଲେକ୍ସି ଏରେଷ୍ଟୋଭିଚ୍ ଫେସବୁକରେ ପୋଷ୍ଟ କରି ସୂଚନା ଦେଇଛନ୍ତି ଯେ, ଋଷ ଦ୍ଵାରା ୟୁକ୍ରେନର ଅନେକ ଅଞ୍ଚଳରେ ବଡ଼ ଧରଣର ଏୟାର ଷ୍ଟ୍ରାଇକ୍ କରାଯାଇଛି। ଗୋଟିଏ ପରେ ଗୋଟିଏ କ୍ରମାଗତ ଭାବେ କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କିଭ, ଜାଇଟୋମିର ଏବଂ ଓଡେସାରେ ବିସ୍ଫୋରଣ ଶୁଣିବାକୁ ମିଳିଥିଲା।

ଏହି ଆକ୍ରମଣ ପରେ ବିଦ୍ୟୁତ୍ କାଟ ଘୋଷଣା କରାଯାଇଥିଲା। ୟୁକ୍ରେନର ‘ଶାନ୍ତି ସୂତ୍ର’କୁ ପ୍ରତ୍ୟାଖ୍ୟାନ କରିବା ପରେ ଋଷ ଏହି ବିସ୍ଫୋରଣ କରିଥିଲା। ୟୁକ୍ରେନ ପାଇଁ କୌଣସି ଶାନ୍ତି ଯୋଜନା ହୋଇପାରିବ ନାହିଁ ବୋଲି କ୍ରେମଲିନ ମୁଖପାତ୍ର ଦିମିତ୍ରୀ ପେସ୍କୋଭ କହିଛନ୍ତି।

ଋଷ ବିସ୍ଫୋରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଡିଜେଲ ଉପରେ ରପ୍ତାନୀ ଶୁଳ୍କ ବୃଦ୍ଧି

April 11, 2026

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026
Latest News

ଡିଜେଲ ଉପରେ ରପ୍ତାନୀ ଶୁଳ୍କ ବୃଦ୍ଧି

April 11, 2026

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026

ନୂତନ EV ନୀତିର ଡ୍ରାଫ୍ଟ ପ୍ରକାଶ କଲେ ଦିଲ୍ଲୀ ସରକାର: 100% ସଡ଼କ ଟିକସ ଏବଂ ପଞ୍ଜୀକରଣ ଫି ରିହାତି

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.