Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ଦେହାନ୍ତ!, ଦୁବାଇରେ ହେଉଥିଲେ ଚିକିତ୍ସିତ
ଅନ୍ତରାଷ୍ଟ୍ରୀୟ

ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ଦେହାନ୍ତ!, ଦୁବାଇରେ ହେଉଥିଲେ ଚିକିତ୍ସିତ

February 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦୀର୍ଘ ଦିନର ଅସୁସ୍ଥତା ପରେ ପାକିସ୍ତାନର ପୂର୍ବତନ ସେନା ମୁଖ୍ୟ ତଥା ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ଆଜି ଦୁବାଇର ଏକ ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ପାକିସ୍ତାନୀ ଗଣମାଧ୍ୟମକୁ ଉଦ୍ଧୃତ କରି ଏହି ଖବର ସାମ୍ନାକୁ ଆସିଛି।

ମିଡିଆ ରିପୋର୍ଟ ମୁଶରଫଙ୍କ ପରିବାର ସଦସ୍ୟଙ୍କ ଉଦ୍ଧେଶ୍ୟରେ କହିଛି ଯେ, ଆଜି ଆମିଲୋଏଡୋସିସ୍ କାରଣରୁ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କୁ କିଛି ସପ୍ତାହ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୧୯୯୯ ରେ ପରଭେଜ ମୁଶରଫ ପାକିସ୍ତାନର ରାଷ୍ଟ୍ରପତି ହୋଇଥିଲେ।

ସେ ୧୯୯୮ ରୁ ୨୦୦୧ ପର୍ଯ୍ୟନ୍ତ ଦଶମ ସିଜେସିଏସସି ଏବଂ ୧୯୯୮ ରୁ ୨୦୦୭ ପର୍ଯ୍ୟନ୍ତ ସପ୍ତମ ଶୀର୍ଷ ଜେନେରାଲ୍ ଭାବରେ କାର୍ଯ୍ୟ କରିଥିଲେ।

ପାକିସ୍ତାନ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.